Isaiah 43:6 — Compare Translations
5 translations compared side by side
Odia - 1840
"ଆମ୍ଭେ ଉତ୍ତର ଦିଗକୁ କହିବା ଛାଡ଼ି ଦିଅ ଓ ଦକ୍ଷିଣ ଦିଗକୁ କହିବା ସମାନଙ୍କେୁ ଅଟକାଅ ନାହିଁ। ଆମ୍ଭର ପୁତ୍ରଗଣଙ୍କୁ ଦୂରରୁ ଓ କନ୍ଯାଗଣଙ୍କୁ ପୃଥିବୀର ପ୍ରାନ୍ତରୁ ଆଣି ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଉତ୍ତର ଦିଗକୁ କହିବା, ଛାଡ଼ିଦିଅ ଓ ଦକ୍ଷିଣ ଦିଗକୁ କହିବା, ଅଟକାଇ ରଖ ନାହିଁ; ଆମ୍ଭ ପୁତ୍ରଗଣକୁ ଦୂରରୁ ଓ ଆମ୍ଭ କନ୍ୟାଗଣକୁ ପୃଥିବୀର ପ୍ରାନ୍ତରୁ ଆଣିଦିଅ;
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଉତ୍ତର ଦିଗକୁ କହିବା ଛାଡ଼ିଦିଅ ଓ ଦକ୍ଷିଣ ଦିଗକୁ କହିବା ସେମାନଙ୍କୁ ଅଟକାଅ ନାହିଁ। ଆମ୍ଭର ପୁତ୍ରଗଣଙ୍କୁ ଦୂରରୁ ଓ କନ୍ୟାଗଣଙ୍କୁ ପୃଥିବୀର ପ୍ରାନ୍ତରୁ ଆଣି ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ଉତ୍ତର ଦିଗକୁ କହିବା, ‘ଛାଡ଼ିଦିଅ’ ଓ ଦକ୍ଷିଣ ଦିଗକୁ କହିବା, ‘ଅଟକାଇ ରଖ ନାହିଁ;’ ଆମ୍ଭ ପୁତ୍ରଗଣକୁ ଦୂରରୁ ଓ ଆମ୍ଭ କନ୍ୟାଗଣଙ୍କୁ ପୃଥିବୀର ପ୍ରାନ୍ତରୁ ଆଣି ଦିଅ;
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ଉତ୍ତର ଦିଗକୁ କହିବା, ଛାଡ଼ି ଦିଅ ଓ ଦକ୍ଷିଣ ଦିଗକୁ କହିବା, ଅଟକାଇ ରଖ ନାହିଁ; ଆମ୍ଭ ପୁତ୍ରଗଣକୁ ଦୂରରୁ ଓ ଆମ୍ଭ କନ୍ୟାଗଣଙ୍କୁ ପୃଥିବୀର ପ୍ରାନ୍ତରୁ ଆଣି ଦିଅ;