Isaiah 43:7 — Compare Translations

5 translations compared side by side

Odia - 1840
"ଆମ୍ଭ ନାମ ରେ ଖ୍ଯାତ ଓ ଯାହାକୁ ଆମ୍ଭେ ଆମ୍ଭର ଗୌରବାର୍େଥ ସୃଷ୍ଟି କରିଅଛୁ, ଏହିପରି ପ୍ରତ୍ଯକ ଲୋକଙ୍କୁ ଆଣ। ଆମ୍ଭେ ତାହାକୁ ଗଢ଼ିଅଛୁ ଓ ଆମ୍ଭେ ତାହାକୁ ନିର୍ମାଣ କରିଅଛୁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭ ନାମରେ ଖ୍ୟାତ ଓ ଯାହାକୁ ଆମ୍ଭେ ଆପଣା ଗୌରବାର୍ଥେ ସୃଷ୍ଟି କରିଅଛୁ, ଏପରି ପ୍ରତ୍ୟେକ ଲୋକକୁ ଆଣ; ଆମ୍ଭେ ତାହାକୁ ଗଢ଼ିଅଛୁ; ହଁ, ଆମ୍ଭେ ତାହାକୁ ନିର୍ମାଣ କରିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭ ନାମରେ ଖ୍ୟାତ ଓ ଯାହାକୁ ଆମ୍ଭେ ଆମ୍ଭର ଗୌରବାର୍ଥେ ସୃଷ୍ଟି କରିଅଛୁ, ଏହିପରି ପ୍ରତ୍ୟେକ ଲୋକଙ୍କୁ ଆଣ। ଆମ୍ଭେ ତାହାକୁ ଗଢ଼ିଅଛୁ ଓ ଆମ୍ଭେ ତାହାକୁ ନିର୍ମାଣ କରିଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭ ନାମରେ ଖ୍ୟାତ ଓ ଯାହାକୁ ଆମ୍ଭେ ଆପଣା ଗୌରବାର୍ଥେ ସୃଷ୍ଟି କରିଅଛୁ, ଏପରି ପ୍ରତ୍ୟେକ ଲୋକକୁ ଆଣ; ଆମ୍ଭେ ତାହାକୁ ଗଢ଼ିଅଛୁ; ହଁ, ଆମ୍ଭେ ତାହାକୁ ନିର୍ମାଣ କରିଅଛୁ।”
Odia IRV 2017 (ଓଡିଆ ବାଇବେଲ)
ଆମ୍ଭ ନାମରେ ଖ୍ୟାତ ଓ ଯାହାକୁ ଆମ୍ଭେ ଆପଣା ଗୌରବାର୍ଥେ ସୃଷ୍ଟି କରିଅଛୁ, ଏପରି ପ୍ରତ୍ୟେକ ଲୋକକୁ ଆଣ; ଆମ୍ଭେ ତାହାକୁ ଗଢ଼ିଅଛୁ; ହଁ, ଆମ୍ଭେ ତାହାକୁ ନିର୍ମାଣ କରିଅଛୁ।