Isaiah 43:8 — Compare Translations
5 translations compared side by side
Odia - 1840
"ପରମେଶ୍ବର କୁହନ୍ତି, ଚକ୍ଷୁଥାଇ ଅନ୍ଧ ଓ କର୍ଣ୍ଣ ଥାଇ ବଧିର ସହେି ଲୋକଙ୍କୁ ବାହାର କରିଆଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଚକ୍ଷୁ ଥାଇ ଅନ୍ଧ ଓ କର୍ଣ୍ଣ ଥାଇ ବଧିର, ଏହି ଲୋକଙ୍କୁ ବାହାର କରି ଆଣ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର କୁହନ୍ତି, “ଚକ୍ଷୁଥାଇ ଅନ୍ଧ ଓ କର୍ଣ୍ଣ ଥାଇ ବଧିର ସେହି ଲୋକଙ୍କୁ ବାହାର କରି ଆଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଚକ୍ଷୁ ଥାଇ ଅନ୍ଧ ଓ କର୍ଣ୍ଣ ଥାଇ ବଧିର, ଏହି ଲୋକଙ୍କୁ ବାହାର କରି ଆଣ।
Odia IRV 2017 (ଓଡିଆ ବାଇବେଲ)
ଚକ୍ଷୁ ଥାଇ ଅନ୍ଧ ଓ କର୍ଣ୍ଣ ଥାଇ ବଧିର, ଏହି ଲୋକଙ୍କୁ ବାହାର କରି ଆଣ।