Isaiah 43:9 — Compare Translations
5 translations compared side by side
Odia - 1840
"ସବୁ ଦେଶର ଓ ସବୁ ଗୋଷ୍ଠୀର ଲୋକମାନେ ଏକତ୍ରୀତ ହୁଅନ୍ତୁ। ସମାନଙ୍କେ ମଧ୍ଯରୁ କିଏ ଏହା ପ୍ରକାଶ କରିପା ରେ ଓ ଆଦ୍ଯ ବିଷଯମାନ ଦଖାଇେ ଦଇପୋ ରେ? ସମାନେେ ଦୋଷମୁକ୍ତ ହବୋକୁ ନିଜ ନିଜର ସାକ୍ଷୀ ଆଣନ୍ତୁ ଓ ସମାନେେ ପୁଣି ଏହା ସତ୍ଯ ବୋଲି କୁହନ୍ତୁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସର୍ବଦେଶୀୟମାନେ ସଂଗୃହୀତ ହେଉନ୍ତୁ ଓ ଗୋଷ୍ଠୀସମୂହ ଏକତ୍ରୀକୃତ ହେଉନ୍ତୁ; ସେମାନଙ୍କ ମଧ୍ୟରେ କିଏ ଏହା ପ୍ରକାଶ କରିପାରେ ଓ ଆଦ୍ୟ ବିଷୟମାନ ଆମ୍ଭମାନଙ୍କୁ ଦେଖାଇ ପାରେଣ? ସେମାନେ ନିର୍ଦ୍ଦୋଷୀକୃତ ହେବା ନିମନ୍ତେ ଆପଣା ଆପଣା ସାକ୍ଷୀଗଣକୁ ଆଣନ୍ତୁ; ଅଥବା ସେମାନେ ଶୁଣି ଏହା ସତ୍ୟ ବୋଲି କୁହନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ସବୁ ଦେଶର ଓ ସବୁ ଗୋଷ୍ଠୀର ଲୋକମାନେ ଏକତ୍ରିତ ହୁଅନ୍ତୁ। ସେମାନଙ୍କ ମଧ୍ୟରୁ କିଏ ଏହା ପ୍ରକାଶ କରିପାରେ ଓ ଆଦ୍ୟ ବିଷୟମାନ ଦେଖାଇ ଦେଇପାରେ? ସେମାନେ ଦୋଷମୁକ୍ତ ହେବାକୁ ନିଜ ନିଜର ସାକ୍ଷୀ ଆଣନ୍ତୁ ଓ ସେମାନେ ପୁଣି ଏହା ସତ୍ୟ ବୋଲି କୁହନ୍ତୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସର୍ବଦେଶୀୟମାନେ ସଂଗୃହୀତ ହେଉନ୍ତୁ ଓ ଗୋଷ୍ଠୀସମୂହ ଏକତ୍ରୀକୃତ ହେଉନ୍ତୁ; ସେମାନଙ୍କ ମଧ୍ୟରେ କିଏ ଏହା ପ୍ରକାଶ କରିପାରେ ଓ ଆଦ୍ୟ ବିଷୟମାନ ଆମ୍ଭମାନଙ୍କୁ ଦେଖାଇ ପାରେ? ସେମାନେ ନିର୍ଦ୍ଦୋଷୀକୃତ ହେବା ନିମନ୍ତେ ଆପଣା ଆପଣା ସାକ୍ଷୀଗଣକୁ ଆଣନ୍ତୁ; ଅଥବା ସେମାନେ ଶୁଣି ଏହା ସତ୍ୟ ବୋଲି କୁହନ୍ତୁ।
Odia IRV 2017 (ଓଡିଆ ବାଇବେଲ)