Isaiah 44:11 — Compare Translations
5 translations compared side by side
Odia - 1840
"ସଯଉଁ ଶ୍ରମିକଗଣସସହି ପ୍ରତିମା ନିର୍ମାଣ କରିଛନ୍ତି,ସସମାଲନ ମନୁଷ୍ଯ ମାତ୍ର,ସସମାଲନ ପରଲମଶ୍ବର ନୁହଁନ୍ତି।ସସମାଲନ ସମସ୍ଲତ ଯଦି ଏକତ୍ରୀତସହାଇ ଆଲୋଚନା କରିଲବ,ସତଲବସସମାଲନ ସଂପୂର୍ଣ୍ଣ ଲଜ୍ଜିତସହଲବ ଏବଂ କମ୍ପିତସହଲବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ତାହାର ସହାୟ ସମସ୍ତେ ଲଜ୍ଜିତ ହେବେ; ପୁଣି, ଶିଳ୍ପକାରୀମାନେ ମନୁଷ୍ୟମାତ୍ର; ସେସମସ୍ତେ ଏକତ୍ର ହେଉନ୍ତୁ, ସେମାନେ ଛିଡ଼ା ହେଉନ୍ତୁ; ସେମାନେ କମ୍ପିତ ହେବେ, ସେମାନେ ଏକା ବେଳେ ଲଜ୍ଜିତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଶ୍ରମିକଗଣ ସେହି ପ୍ରତିମା ନିର୍ମାଣ କରିଛନ୍ତି, ସେମାନେ ମନୁଷ୍ୟ ମାତ୍ର, ସେମାନେ ପରମେଶ୍ୱର ନୁହନ୍ତି। ସେମାନେ ସମସ୍ତେ ଯଦି ଏକତ୍ରିତ ହୋଇ ଆଲୋଚନା କରିବେ, ତେବେ ସେମାନେ ସମ୍ପୂର୍ଣ୍ଣ ଲଜ୍ଜିତ ହେବେ ଏବଂ କମ୍ପିତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ତାହାର ସହାୟ ସମସ୍ତେ ଲଜ୍ଜିତ ହେବେ; ପୁଣି, ଶିଳ୍ପକାରୀମାନେ ମନୁଷ୍ୟ ମାତ୍ର; ସେସମସ୍ତେ ଏକତ୍ର ହେଉନ୍ତୁ, ସେମାନେ ଛିଡ଼ା ହେଉନ୍ତୁ; ସେମାନେ କମ୍ପିତ ହେବେ, ସେମାନେ ଏକାବେଳେ ଲଜ୍ଜିତ ହେବେ।
Odia IRV 2017 (ଓଡିଆ ବାଇବେଲ)
ଦେଖ, ତାହାର ସହାୟ ସମସ୍ତେ ଲଜ୍ଜିତ ହେବେ; ପୁଣି, ଶିଳ୍ପକାରୀମାନେ ମନୁଷ୍ୟ ମାତ୍ର; ସେସମସ୍ତେ ଏକତ୍ର ହେଉନ୍ତୁ, ସେମାନେ ଛିଡ଼ା ହେଉନ୍ତୁ; ସେମାନେ କମ୍ପିତ ହେବେ, ସେମାନେ ଏକା ବେଳେ ଲଜ୍ଜିତ ହେବେ।