Isaiah 44:12 — Compare Translations

5 translations compared side by side

Odia - 1840
"କର୍ମକାର ପ୍ରତିମା ଗଢ଼ିଲାସବଲଳ ଲାଲ୍ ଉତ୍ତପ୍ତ ଅଙ୍ଗାରସର କର୍ମ କଲର ଓ ନିଜର ବଳିଷ୍ଠ ବାହୁ ସାହାୟ୍ଯସର ହାତୁଡ଼ିସର ତାହାର ଆକାର ତିଆରି କଲର,ସଯଲତଲବଲଳସସ କ୍ଷୁଧାର୍ତ୍ତ ହୁଏ, ତା'ର ଶକ୍ତି ହରାଏ ଓ ଜଳପାନ ନ କଲଲ ଦୁର୍ବଳସହାଇୟାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କର୍ମକାର ଲୌହ ଅସ୍ତ୍ର ନିର୍ମାଣ କରି ତପ୍ତ ଅଙ୍ଗାରରେ କର୍ମ କରେ ଓ ହାତୁଡ଼ିରେ ତାହା ଗଢ଼ି ନିଜର ବଳିଷ୍ଠ ବାହୁରେ ତାହା ପ୍ରସ୍ତୁତ କରେନ୍ତ ହଁ, ସେ କ୍ଷୁଧିତ ହୁଏ ଓ ତାହାର ବଳ ଊଣା ପଡ଼ିଯାଏ, ସେ ଜଳପାନ ନ କରି କ୍ଳା; ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
କର୍ମକାର ପ୍ରତିମା ଗଢ଼ିଲା ବେଳେ ଲାଲ୍ ଉତ୍ତପ୍ତ ଅଙ୍ଗାରରେ କର୍ମ କରେ ଓ ନିଜର ବଳିଷ୍ଠ ବାହୁ ସାହାଯ୍ୟରେ ହାତୁଡ଼ିରେ ତାହାର ଆକାର ତିଆରି କରେ, ଯେତେବେଳେ ସେ କ୍ଷୁଧାର୍ତ୍ତ ହୁଏ, ତା’ର ଶକ୍ତି ହରାଏ ଓ ଜଳପାନ ନ କଲେ ଦୁର୍ବଳ ହୋଇଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କର୍ମକାର ଲୌହ ଅସ୍ତ୍ର ନିର୍ମାଣ କରି ତପ୍ତ ଅଙ୍ଗାରରେ କର୍ମ କରେ ଓ ହାତୁଡ଼ିରେ ତାହା ଗଢ଼ି ନିଜର ବଳିଷ୍ଠ ବାହୁରେ ତାହା ପ୍ରସ୍ତୁତ କରେ; ହଁ, ସେ କ୍ଷୁଧିତ ହୁଏ ଓ ତାହାର ବଳ ଊଣା ପଡ଼ିଯାଏ, ସେ ଜଳ ପାନ ନ କରି କ୍ଳାନ୍ତ ହୁଏ।
Odia IRV 2017 (ଓଡିଆ ବାଇବେଲ)
କର୍ମକାର ଲୌହ ଅସ୍ତ୍ର ନିର୍ମାଣ କରି ତପ୍ତ ଅଙ୍ଗାରରେ କର୍ମ କରେ ଓ ହାତୁଡ଼ିରେ ତାହା ଗଢ଼ି ନିଜର ବଳିଷ୍ଠ ବାହୁରେ ତାହା ପ୍ରସ୍ତୁତ କରେ; ହଁ, ସେ କ୍ଷୁଧିତ ହୁଏ ଓ ତାହାର ବଳ ଊଣା ପଡ଼ିଯାଏ, ସେ ଜଳପାନ ନ କରି କ୍ଳାନ୍ତ ହୁଏ।