Isaiah 44:13 — Compare Translations

5 translations compared side by side

Odia - 1840
"ଅନ୍ୟ ଜଲଣ ଶ୍ରମିକ ସୁତାଧରି ସିନ୍ଦୂରସର ଚିହ୍ନସହାଇ କାଠ ଉପସର ରନ୍ଦା ବୁଲାଇ ପ୍ରତିମାର ଆକୃତି କଲର।ସସ ତା'ର ହତିଆର ଓ ମାପ ୟନ୍ତ୍ର ବ୍ଯବହାର କରି ଠିକ୍ ମନୁଷ୍ଯ ଆକୃତିର ପ୍ରତିମା ଗଢ଼ଲ।ସସ ପ୍ରତିମାଗୁଡ଼ିକ ଘସର କିମ୍ବା ମନ୍ଦିରସର ରହିବା ପାଇଁ ମନୁଷ୍ଯର ସୁନ୍ଦରତାସର ମନୁଷ୍ଯର ପ୍ରତିମାସର ତିଆରିସହାଇଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୂତ୍ରଧର ସୂତା ଟାଣେ; ସେ ସିନ୍ଦୁର ଦ୍ଵାରା ଚିହ୍ନ ଦିଏ, ସେ ରନ୍ଦା ବୁଲାଇ ଆକୃତି କରି କମ୍ପାସ ଦ୍ଵାରା ଚିହ୍ନ ଦିଏ ଓ ଗୃହରେ ବାସ କରାଇବା ନିମନ୍ତେ ମନୁଷ୍ୟର ଆକୃତି ଓ ସୌନ୍ଦର୍ଯ୍ୟ ଅନୁସାରେ ତାହା ନିର୍ମାଣ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ଅନ୍ୟ ଜଣେ ଶ୍ରମିକ ସୁତାଧରି ସିନ୍ଦୂରରେ ଚିହ୍ନ ହୋଇ କାଠ ଉପରେ ରନ୍ଦା ବୁଲାଇ ପ୍ରତିମାର ଆକୃତି କରେ। ସେ ତା’ର ହତିଆର ଓ ମାପ ଯନ୍ତ୍ର ବ୍ୟବହାର କରି ଠିକ୍ ମନୁଷ୍ୟ ଆକୃତିର ପ୍ରତିମା ଗଢ଼େ। ସେ ପ୍ରତିମାଗୁଡ଼ିକ ଘରେ କିମ୍ବା ମନ୍ଦିରରେ ରହିବା ପାଇଁ ମନୁଷ୍ୟର ସୁନ୍ଦରତାରେ ମନୁଷ୍ୟର ପ୍ରତିମାରେ ତିଆରି ହୋଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସୂତ୍ରଧର ସୂତା ଟାଣେ; ସେ ସିନ୍ଦୁର ଦ୍ୱାରା ଚିହ୍ନ ଦିଏ, ସେ ରନ୍ଦା ବୁଲାଇ ଆକୃତି କରି କମ୍ପାସ ଦ୍ୱାରା ଚିହ୍ନ ଦିଏ ଓ ଗୃହରେ ବାସ କରାଇବା ନିମନ୍ତେ ମନୁଷ୍ୟର ଆକୃତି ଓ ସୌନ୍ଦର୍ଯ୍ୟ ଅନୁସାରେ ତାହା ନିର୍ମାଣ କରେ।
Odia IRV 2017 (ଓଡିଆ ବାଇବେଲ)
ସୂତ୍ରଧର ସୂତା ଟାଣେ; ସେ ସିନ୍ଦୁର ଦ୍ୱାରା ଚିହ୍ନ ଦିଏ, ସେ ରନ୍ଦା ବୁଲାଇ ଆକୃତି କରି କମ୍ପାସ ଦ୍ୱାରା ଚିହ୍ନ ଦିଏ ଓ ଗୃହରେ ବାସ କରାଇବା ନିମନ୍ତେ ମନୁଷ୍ୟର ଆକୃତି ଓ ସୌନ୍ଦର୍ଯ୍ୟ ଅନୁସାରେ ତାହା ନିର୍ମାଣ କରେ।