Isaiah 44:14 — Compare Translations

5 translations compared side by side

Odia - 1840
"ସସ ନିଜ ପାଇଁ ଏରସ, ତର୍ସୀ ଓ ଆଲଲାନ୍ ବୃକ୍ଷ କାଟଲ।ସସସସଗୁଡ଼ିକ ଜଙ୍ଗଲ ବୃକ୍ଷମାନଙ୍କ ମଧିଅଲର ବଢ଼ାଇଥାଏ। ମାତ୍ରସସ ଦଲବଦାରୁସରାପଣ କଲର,ସତଲବ ବର୍ଷା ତାକୁ ବଢ଼ାଇବାସର ସାହାୟ୍ଯ କଲର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆପଣା ନିମନ୍ତେ ଏରସ ବୃକ୍ଷ କାଟେ, ତର୍ସା ଓ ଅଲୋନ୍ ବୃକ୍ଷ ନିଏ, ସେ ବନବୃକ୍ଷ ମଧ୍ୟରୁ ଗୋଟିଏ ବୃକ୍ଷ ଆପଣା ପାଇଁ ଦୃଢ଼ କରେ; ସେ ଦେବଦାରୁ ବୃକ୍ଷ ରୋପଣ କରେ ଓ ବୃଷ୍ଟି ତାହା ବଢ଼ାଏ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ନିଜ ପାଇଁ ଏରସ, ତର୍ସୀ ଓ ଅଲୋନବୃକ୍ଷ କାଟେ। ସେ ସେଗୁଡ଼ିକ ଜଙ୍ଗଲ ବୃକ୍ଷମାନଙ୍କ ମଧ୍ୟରେ ବଢ଼ାଇଥାଏ। ମାତ୍ର ସେ ଦେବଦାରୁ ରୋପଣ କରେ, ତେବେ ବର୍ଷା ତାକୁ ବଢ଼ାଇବାରେ ସାହାଯ୍ୟ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆପଣା ନିମନ୍ତେ ଏରସ ବୃକ୍ଷ କାଟେ, ତର୍ସା ଓ ଅଲୋନ ବୃକ୍ଷ ନିଏ, ସେ ବନବୃକ୍ଷ ମଧ୍ୟରୁ ଗୋଟିଏ ବୃକ୍ଷ ଆପଣା ପାଇଁ ଦୃଢ଼ କରେ; ସେ ଦେବଦାରୁ ବୃକ୍ଷ ରୋପଣ କରେ ଓ ବୃଷ୍ଟି ତାହା ବଢ଼ାଏ।
Odia IRV 2017 (ଓଡିଆ ବାଇବେଲ)
ସେ ଆପଣା ନିମନ୍ତେ ଏରସ ବୃକ୍ଷ କାଟେ, ତର୍ସା ଓ ଅଲୋନ ବୃକ୍ଷ ନିଏ, ସେ ବନବୃକ୍ଷ ମଧ୍ୟରୁ ଗୋଟିଏ ବୃକ୍ଷ ଆପଣା ପାଇଁ ଦୃଢ଼ କରେ; ସେ ଦେବଦାରୁ ବୃକ୍ଷ ରୋପଣ କରେ ଓ ବୃଷ୍ଟି ତାହା ବଢ଼ାଏ।