Isaiah 44:15 — Compare Translations

5 translations compared side by side

Odia - 1840
"ସସହି ବ୍ଯକ୍ତି ଏରସକୁ ଜାଳଲଣି ରୂଲପ ବ୍ଯବହାର କଲର।ସସ ତାକୁସଛାଟସଛାଟ ଖଣ୍ଡ କରିସସଥିସର ଅଗ୍ନି ସଂୟୋଗ କରି ତାପ ପାଏ।ସସସସହି ନିଆଁସରସରାଟୀ ତିଆରି କଲର, ଆଉ ମଧ୍ଯସସହି କାଠର କିଛି ଅଂଶସରସଦବତା କରି ତାକୁ ପୂଜା କଲର ଓ ଏକସଖାଦିତ ପ୍ରତିମା କରି ତାହା ସମ୍ମୁଖସର ଦଣ୍ଡବତ କଲର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ତାହା ମନୁଷ୍ୟର ଜାଳେଣି କାଷ୍ଠ ହୁଏ; ସେ ତହିଁରୁ କିଛି ନେଇ ଅଗ୍ନି ତାପ ନିଏ; ଆଉ, ସେ ତାହା ଜାଳି ରୁଟୀ ପାକ କରେ; ଆହୁରି, ଗୋଟିଏ ଦେବତା କରି ତାହା ପୂଜା କରେ; ସେ ଗୋଟିଏ ଖୋଦିତ ପ୍ରତିମା କରି ତାହା ଆଗରେ ଦଣ୍ତବତ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ବ୍ୟକ୍ତି ଏରସକୁ ଜାଳେଣି ରୂପେ ବ୍ୟବହାର କରେ। ସେ ତାକୁ ଛୋଟ ଛୋଟ ଖଣ୍ଡ କରି ସେଥିରେ ଅଗ୍ନି ସଂଯୋଗ କରି ତାପ ପାଏ। ସେ ସେହି ନିଆଁରେ ରୋଟୀ ତିଆରି କରେ, ଆଉ ମଧ୍ୟ ସେହି କାଠର କିଛି ଅଂଶରେ ଦେବତା କରି ତାକୁ ପୂଜା କରେ ଓ ଏକ ଖୋଦିତ ପ୍ରତିମା କରି ତାହା ସମ୍ମୁଖରେ ଦଣ୍ଡବତ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ତାହା ମନୁଷ୍ୟର ଜାଳେଣି କାଷ୍ଠ ହୁଏ; ସେ ତହିଁରୁ କିଛି ନେଇ ଅଗ୍ନି ତାପ ନିଏ; ଆଉ, ସେ ତାହା ଜାଳି ରୁଟି ପାକ କରେ; ଆହୁରି, ଗୋଟିଏ ଦେବତା କରି ତାହା ପୂଜା କରେ; ସେ ଗୋଟିଏ ଖୋଦିତ ପ୍ରତିମା କରି ତାହା ଆଗରେ ଦଣ୍ଡବତ କରେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ତାହା ମନୁଷ୍ୟର ଜାଳେଣି କାଷ୍ଠ ହୁଏ; ସେ ତହିଁରୁ କିଛି ନେଇ ଅଗ୍ନି ତାପ ନିଏ; ଆଉ, ସେ ତାହା ଜାଳି ରୁଟି ପାକ କରେ; ଆହୁରି, ଗୋଟିଏ ଦେବତା କରି ତାହା ପୂଜା କରେ; ସେ ଗୋଟିଏ ଖୋଦିତ ପ୍ରତିମା କରି ତାହା ଆଗରେ ଦଣ୍ଡବତ କରେ।