Isaiah 44:16 — Compare Translations

5 translations compared side by side

Odia - 1840
"ଅଧା କାଠସସ ଅଗ୍ନିସର ପୋଡ଼ଲ ଓ ଅନ୍ୟ ଅର୍ଦ୍ଧକଲସରସସ ମାଂସ ରାନ୍ଧି ଭୋଜନ କଲର।ସସଥିସରସସ ତୃପ୍ତ ହୁଏ। ଆଉ ମଧ୍ଯସସ ଅଗ୍ନି ଜାଳି ତାପ ପାଏ ଓ କସହ, ଆମ୍ଲଭ ଉଷ୍ମସହଲୁ ଓ ଆମ୍ଲଭମାଲନ ଆଲଲାକସଦଖି ପାରିଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ତହିଁରୁ ଏକ ଅଂଶ ଅଗ୍ନିରେ ପୋଡ଼େ; ଅନ୍ୟ ଅଂଶରେ ସେ ମାଂସ (ପାକ କରି) ଭୋଜନ କରେ ଓ ଶୂଲ୍ୟମାଂସ ପ୍ରସ୍ତୁତ କରି ତୃପ୍ତ ହୁଏ, ଆହୁରି ସେ ଅଗ୍ନି ତାପ ନେଇ କହେ, ଆଃ, ଆମ୍ଭେ ଉଷ୍ଣ ହେଲୁ, ଆମ୍ଭେ ଅଗ୍ନି ଦେଖିଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ଅଧା କାଠ ସେ ଅଗ୍ନିରେ ପୋଡ଼େ ଓ ଅନ୍ୟ ଅର୍ଦ୍ଧେକରେ ସେ ମାଂସ ରାନ୍ଧି ଭୋଜନ କରେ। ସେଥିରେ ସେ ତୃପ୍ତ ହୁଏ। ଆଉ ମଧ୍ୟ ସେ ଅଗ୍ନି ଜାଳି ତାପ ପାଏ ଓ କହେ, “ଆମ୍ଭେ ଉଷ୍ମ ହେଲୁ ଓ ଆମ୍ଭେମାନେ ଆଲୋକ ଦେଖି ପାରିଲୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ତହିଁରୁ ଏକ ଅଂଶ ଅଗ୍ନିରେ ପୋଡ଼େ; ଅନ୍ୟ ଅଂଶରେ ସେ ମାଂସ ପାକ କରି ଭୋଜନ କରେ ଓ ଶୂଲ୍ୟମାଂସ ପ୍ରସ୍ତୁତ କରି ତୃପ୍ତ ହୁଏ, ଆହୁରି ସେ ଅଗ୍ନି ତାପ ନେଇ କହେ, “ଆଃ, ଆମ୍ଭେ ଉଷ୍ଣ ହେଲୁ, ଆମ୍ଭେ ଅଗ୍ନି ଦେଖିଲୁ।”
Odia IRV 2017 (ଓଡିଆ ବାଇବେଲ)
ସେ ତହିଁରୁ ଏକ ଅଂଶ ଅଗ୍ନିରେ ପୋଡ଼େ; ଅନ୍ୟ ଅଂଶରେ ସେ ମାଂସ ପାକ କରି ଭୋଜନ କରେ ଓ ଶୂଲ୍ୟମାଂସ ପ୍ରସ୍ତୁତ କରି ତୃପ୍ତ ହୁଏ, ଆହୁରି ସେ ଅଗ୍ନି ତାପ ନେଇ କହେ, ଆଃ, ଆମ୍ଭେ ଉଷ୍ଣ ହେଲୁ, ଆମ୍ଭେ ଅଗ୍ନି ଦେଖିଲୁ।