Isaiah 44:17 — Compare Translations

5 translations compared side by side

Odia - 1840
"ସଯଉଁ ଅଳ୍ପ କିଛି ଅବଶିଷ୍ଟାଂଶ ରଲହସସସସଥିସର ଏକସଦବତା, ଆପଣାରସଖାଦିତ ପ୍ରତିମା ନିର୍ମାଣ କଲର ଓ ତାକୁସଦବତାସବାଲି କସହ।ସସ ତାହା ଆଗସର ଦଣ୍ଡବତସହାଇ ପୂଜା କଲର। ଏବଂ ତାକୁ ପ୍ରାର୍ଥନା କରି କସହ, ତୁମ୍ଲଭ ଆମ୍ଭରସଦବତା, ଆମ୍ଭକୁ ରକ୍ଷା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ତହିଁର ଅବଶିଷ୍ଟାଂଶ ଦ୍ଵାରା ଏକ ଦେବତା, ଆପଣାର ଖୋଦିତ ପ୍ରତିମା ନିର୍ମାଣ କରେ; ସେ ତାହା ଆଗରେ ଦଣ୍ତବତ କରି ପୂଜା କରେ ଓ ତାହା ନିକଟରେ ପ୍ରାର୍ଥନା କରି କହେ, ଆମ୍ଭକୁ ଉଦ୍ଧାର କର, ତୁମ୍ଭେ ଆମ୍ଭର ଦେବତା ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଅଳ୍ପ କିଛି ଅବଶିଷ୍ଟାଂଶ ରହେ ସେ ସେଥିରେ ଏକ ଦେବତା, ଆପଣାର ଖୋଦିତ ପ୍ରତିମା ନିର୍ମାଣ କରେ ଓ ତାକୁ ଦେବତା ବୋଲି କହେ। ସେ ତାହା ଆଗରେ ଦଣ୍ଡବତ ହୋଇ ପୂଜା କରେ। ଏବଂ ତାକୁ ପ୍ରାର୍ଥନା କରି କହେ, “ତୁମ୍ଭେ ଆମ୍ଭର ଦେବତା, ଆମ୍ଭକୁ ରକ୍ଷା କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ତହିଁର ଅବଶିଷ୍ଟାଂଶ ଦ୍ୱାରା ଏକ ଦେବତା, ଆପଣାର ଖୋଦିତ ପ୍ରତିମା ନିର୍ମାଣ କରେ; ସେ ତାହା ଆଗରେ ଦଣ୍ଡବତ କରି ପୂଜା କରେ ଓ ତାହା ନିକଟରେ ପ୍ରାର୍ଥନା କରି କହେ, “ଆମ୍ଭକୁ ଉଦ୍ଧାର କର, ତୁମ୍ଭେ ଆମ୍ଭର ଦେବତା।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ତହିଁର ଅବଶିଷ୍ଟାଂଶ ଦ୍ୱାରା ଏକ ଦେବତା, ଆପଣାର ଖୋଦିତ ପ୍ରତିମା ନିର୍ମାଣ କରେ; ସେ ତାହା ଆଗରେ ଦଣ୍ଡବତ କରି ପୂଜା କରେ ଓ ତାହା ନିକଟରେ ପ୍ରାର୍ଥନା କରି କହେ, “ଆମ୍ଭକୁ ଉଦ୍ଧାର କର, ତୁମ୍ଭେ ଆମ୍ଭର ଦେବତା।”