Isaiah 44:18 — Compare Translations
5 translations compared side by side
Odia - 1840
"ସସହିସଲାକମାଲନ କ'ଣ କରୁଛନ୍ତି ଜାଣନ୍ତି ନାହିଁ କି ବିଚାର କରନ୍ତି ନାହିଁ।ସସମାଲନସଯପରିସଦଖି ନ ପାରିଲବ ଏଥିପାଇଁସସମାନଙ୍କର ଚକ୍ଷୁ ଓସସମାଲନସଯପରି ବୁଝି ନ ପାରିଲବ, ଏଥିପାଇଁସସମାନଙ୍କର ଚିତ୍ତସସ ମୁଦ୍ରିତ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଜାଣନ୍ତି ନାହିଁ, କିଅବା ବିବେଚନା କରନ୍ତି ନାହିଁ, କାରଣ ସେମାନେ ଯେପରି ଦେଖି ନ ପାରିବେ, ଏଥିପାଇଁ ସେମାନଙ୍କର ଚକ୍ଷୁ ଓ ସେମାନେ ଯେପରି ବୁଝି ନ ପାରିବେ, ଏଥିପାଇଁ ସେମାନଙ୍କର ଚିତ୍ତ ସେ ମୁଦ୍ରିତ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକମାନେ କ’ଣ କରୁଛନ୍ତି ଜାଣନ୍ତି ନାହିଁ କି ବିଗ୍ଭର କରନ୍ତି ନାହିଁ। ସେମାନେ ଯେପରି ଦେଖି ନ ପାରିବେ ଏଥିପାଇଁ ସେମାନଙ୍କର ଚକ୍ଷୁ ଓ ସେମାନେ ଯେପରି ବୁଝି ନ ପାରିବେ, ଏଥିପାଇଁ ସେମାନଙ୍କର ଚିତ୍ତ ସେ ମୁଦ୍ରିତ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଜାଣନ୍ତି ନାହିଁ, କିଅବା ବିବେଚନା କରନ୍ତି ନାହିଁ, କାରଣ ସେମାନେ ଯେପରି ଦେଖି ନ ପାରିବେ, ଏଥିପାଇଁ ସେମାନଙ୍କର ଚକ୍ଷୁ ଓ ସେମାନେ ଯେପରି ବୁଝି ନ ପାରିବେ, ଏଥିପାଇଁ ସେମାନଙ୍କର ଚିତ୍ତ ସେ ମୁଦ୍ରିତ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଜାଣନ୍ତି ନାହିଁ, କିଅବା ବିବେଚନା କରନ୍ତି ନାହିଁ, କାରଣ ସେମାନେ ଯେପରି ଦେଖି ନ ପାରିବେ, ଏଥିପାଇଁ ସେମାନଙ୍କର ଚକ୍ଷୁ ଓ ସେମାନେ ଯେପରି ବୁଝି ନ ପାରିବେ, ଏଥିପାଇଁ ସେମାନଙ୍କର ଚିତ୍ତ ସେ ମୁଦ୍ରିତ କରିଅଛନ୍ତି।