Isaiah 44:19 — Compare Translations
5 translations compared side by side
Odia - 1840
"ସସହିସଲାକମାଲନ ଭାବି ନଥାନ୍ତି।ସସମାଲନ ଏହା କରିବା ପାଇଁ ବୁଦ୍ଧି ଜ୍ଞାନ ହରାଇ ଥାନ୍ତି।ସସମାଲନ ବୁଝନ୍ତି ନାହିଁସଯ, ଅଧା କାଠସପାଡ଼ି ଆମ୍ଲଭ ଉଷୁମ ପାଇଲୁ, ଉତ୍ତପ୍ତ ଅଙ୍ଗାରସରସରାଟୀସସକି ଓ ମାଂସ ରାନ୍ଧି ଖାଇଲୁ ଓ ଅବଶିଷ୍ଟାଂଶସର ପ୍ରତିମା ଗଢ଼ିଲୁ ଯାହାକି ଅସାର ଓ ଘୃଣାୟୋଗ୍ଯ। ପୁଣିସସ କାଠ ଆଗସର ଦଣ୍ଡବତସହଲୁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେହି ମନେ କରେ ନାହିଁ, କିଅବା ଏହା କହିବା ପାଇଁ କାହାରି ଜ୍ଞାନ କି ବୁଦ୍ଧି ନାହିଁ ଯେ, ଯହିଁର ଏକ ଅଂଶ ନେଇ ଆମ୍ଭେ ଅଗ୍ନିରେ ଦଗ୍ଧ କରିଅଛୁ ଓ ଯହିଁର ଜ୍ଵଳ; ଅଙ୍ଗାର ନେଇ ରୋଟୀ ପାକ କରିଅଛୁ ଓ ମାଂସ ପାକ କରି ଭୋଜନ କରିଅଛୁ, ତହିଁର ଅବଶିଷ୍ଟାଂଶ ନେଇ କି ଘୃଣାଯୋଗ୍ୟ ବସ୍ତୁ ନିର୍ମାଣ କରିବା? ଆମ୍ଭେ କି ଖଣ୍ତେ କାଷ୍ଠ ଆଗରେ ଦଣ୍ତବତ କରିବା?
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକମାନେ ଭାବି ନ ଥା’ନ୍ତି। ସେମାନେ ଏହା କରିବା ପାଇଁ ବୁଦ୍ଧି ଜ୍ଞାନ ହରାଇ ଥା’ନ୍ତି। ସେମାନେ ବୁଝନ୍ତି ନାହିଁ ଯେ, “ଅଧା କାଠ ପୋଡ଼ି ଆମ୍ଭେ ଉଷୁମ ପାଇଲୁ, ଉତ୍ତପ୍ତ ଅଙ୍ଗାରରେ ରୋଟୀ ସେକି ଓ ମାଂସ ରାନ୍ଧି ଖାଇଲୁ ଓ ଅବଶିଷ୍ଟାଂଶରେ ପ୍ରତିମା ଗଢ଼ିଲୁ ଯାହାକି ଅସାର ଓ ଘୃଣାଯୋଗ୍ୟ। ପୁଣି ସେ କାଠ ଆଗରେ ଦଣ୍ଡବତ ହେଲୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେହି ମନେ କରେ ନାହିଁ, କିଅବା ଏହା କହିବା ପାଇଁ କାହାରି ଜ୍ଞାନ କି ବୁଦ୍ଧି ନାହିଁ ଯେ, “ଯହିଁର ଏକ ଅଂଶ ନେଇ ଆମ୍ଭେ ଅଗ୍ନିରେ ଦଗ୍ଧ କରିଅଛୁ ଓ ଯହିଁର ଜ୍ୱଳ; ଅଙ୍ଗାର ନେଇ ରୁଟି ପାକ କରିଅଛୁ ଓ ମାଂସ ପାକ କରି ଭୋଜନ କରିଅଛୁ, ତହିଁର ଅବଶିଷ୍ଟାଂଶ ନେଇ କି ଘୃଣାଯୋଗ୍ୟ ବସ୍ତୁ ନିର୍ମାଣ କରିବା? ଆମ୍ଭେ କି ଖଣ୍ଡେ କାଷ୍ଠ ଆଗରେ ଦଣ୍ଡବତ କରିବା?”
Odia IRV 2017 (ଓଡିଆ ବାଇବେଲ)
କେହି ମନେ କରେ ନାହିଁ, କିଅବା ଏହା କହିବା ପାଇଁ କାହାରି ଜ୍ଞାନ କି ବୁଦ୍ଧି ନାହିଁ ଯେ, “ଯହିଁର ଏକ ଅଂଶ ନେଇ ଆମ୍ଭେ ଅଗ୍ନିରେ ଦଗ୍ଧ କରିଅଛୁ ଓ ଯହିଁର ଜ୍ୱଳ; ଅଙ୍ଗାର ନେଇ ରୁଟି ପାକ କରିଅଛୁ ଓ ମାଂସ ପାକ କରି ଭୋଜନ କରିଅଛୁ, ତହିଁର ଅବଶିଷ୍ଟାଂଶ ନେଇ କି ଘୃଣାଯୋଗ୍ୟ ବସ୍ତୁ ନିର୍ମାଣ କରିବା? ଆମ୍ଭେ କି ଖଣ୍ଡେ କାଷ୍ଠ ଆଗରେ ଦଣ୍ଡବତ କରିବା?