Isaiah 44:2 — Compare Translations

5 translations compared side by side

Odia - 1840
"ଆମ୍ଲଭ ସଦାପ୍ରଭୁସଯ କି ତୁମ୍ଭକୁ ଗଢ଼ିଲଲ ମାତୃ ଗର୍ଭରୁ ତୁମ୍ଭକୁସଯ ନିର୍ମାଣ କଲଲ। ୟିଏ ତୁମ୍ଭକୁ ସାହାୟ୍ଯ କଲଲ,ସସହି ସଦାପ୍ରଭୁ କୁହନ୍ତି,ସହ ଆମ୍ଭର ଦାସ ଯାକୁବ,ସହ ଆମ୍ଭର ମଲନାନୀତ ଶିଶୁଗଣ, ଭୟ କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ତୁମ୍ଭକୁ ନିର୍ମାଣ କଲେ ଓ ଗର୍ଭରୁ ତୁମ୍ଭକୁ ଗଢ଼ିଲେ, ଯେ ତୁମ୍ଭର ସାହାଯ୍ୟ କରିବେ, ସେହି ସଦାପ୍ରଭୁ ଏହି କଥା କହନ୍ତି; ହେ ଆମ୍ଭର ଦାସ ଯାକୁବ, ହେ ଆମ୍ଭର ମନୋନୀତ ଯିଶୁରୁଣ, ଭୟ କର ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ସଦାପ୍ରଭୁ ଯେ କି ତୁମ୍ଭକୁ ଗଢ଼ିଲେ ମାତୃଗର୍ଭରୁ ତୁମ୍ଭକୁ ଯେ ନିର୍ମାଣ କଲେ। ଯିଏ ତୁମ୍ଭକୁ ସାହାଯ୍ୟ କଲେ, ସେହି ସଦାପ୍ରଭୁ କୁହନ୍ତି, ହେ ଆମ୍ଭର ଦାସ ଯାକୁବ, ହେ ଆମ୍ଭର ମନୋନୀତ ଶିଶୁଗଣ, ଭୟ କର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ତୁମ୍ଭକୁ ନିର୍ମାଣ କଲେ ଓ ଗର୍ଭରୁ ତୁମ୍ଭକୁ ଗଢ଼ିଲେ, ଯେ ତୁମ୍ଭର ସାହାଯ୍ୟ କରିବେ, ସେହି ସଦାପ୍ରଭୁ ଏହି କଥା କହନ୍ତି; ହେ ଆମ୍ଭର ଦାସ ଯାକୁବ, ହେ ଆମ୍ଭର ମନୋନୀତ ଯିଶୁରୁଣ, ଭୟ କର ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଯେ ତୁମ୍ଭକୁ ନିର୍ମାଣ କଲେ ଓ ଗର୍ଭରୁ ତୁମ୍ଭକୁ ଗଢ଼ିଲେ, ଯେ ତୁମ୍ଭର ସାହାଯ୍ୟ କରିବେ, ସେହି ସଦାପ୍ରଭୁ ଏହି କଥା କହନ୍ତି; “ହେ ଆମ୍ଭର ଦାସ ଯାକୁବ, ହେ ଆମ୍ଭର ମନୋନୀତ ଯିଶୁରୁଣ, ଭୟ କର ନାହିଁ।