Isaiah 44:20 — Compare Translations
5 translations compared side by side
Odia - 1840
"ସଯ ଭସ୍ମସଭାଜନ କଲର,ସସ ନିଜର ଜୀବନକୁ ରକ୍ଷା କରିପାସର ନାହିଁ।ସମା ଦକ୍ଷିଣ ହସ୍ତସର ଏହି ସମସ୍ତ ବିଷଯସର କ'ଣସକୗଣସି ମିଥ୍ଯା ନାହିଁ? କହିପାସର ନାହିଁ। ଏଣୁ ତା'ର ଭ୍ରାନ୍ତଚିତ୍ତ ତାକୁ ବିପଥଗାମୀ କରିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଭସ୍ମ ଭୋଜନ କରେ; ସେ ଯେପରି ଆପଣା ପ୍ରାଣ ଉଦ୍ଧାର କରି ନ ପାରେ, କିଅବା ଆମ୍ଭ ଦକ୍ଷିଣ ହସ୍ତରେ କି ମିଥ୍ୟା ନାହିଁ, ଏହା କହି ନ ପାରେ, ଏଥିପାଇଁ ଭ୍ରାନ୍ତ ଚିତ୍ତ ତାହାକୁ ବିପଥଗାମୀ କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଯେ ଭସ୍ମ ଭୋଜନ କରେ, ସେ ନିଜର ଜୀବନକୁ ରକ୍ଷା କରିପାରେ ନାହିଁ। ମୋ’ ଦକ୍ଷିଣ ହସ୍ତରେ ଏହି ସମସ୍ତ ବିଷୟରେ କ’ଣ କୌଣସି ମିଥ୍ୟା ନାହିଁ? କହିପାରେ ନାହିଁ। “ଏଣୁ ତା’ର ଭ୍ରାନ୍ତଚିତ୍ତ ତାକୁ ବିପଥଗାମୀ କରିଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଭସ୍ମ ଭୋଜନ କରେ; ସେ ଯେପରି ଆପଣା ପ୍ରାଣ ଉଦ୍ଧାର କରି ନ ପାରେ, “କିଅବା ଆମ୍ଭ ଡାହାଣ ହସ୍ତରେ କି ମିଥ୍ୟା ନାହିଁ,” ଏହା କହି ନ ପାରେ, ଏଥିପାଇଁ ଭ୍ରାନ୍ତ ଚିତ୍ତ ତାହାକୁ ବିପଥଗାମୀ କରିଅଛି।
Odia IRV 2017 (ଓଡିଆ ବାଇବେଲ)
ସେ ଭସ୍ମ ଭୋଜନ କରେ; ସେ ଯେପରି ଆପଣା ପ୍ରାଣ ଉଦ୍ଧାର କରି ନ ପାରେ, କିଅବା ଆମ୍ଭ ଡାହାଣ ହସ୍ତରେ କି ମିଥ୍ୟା ନାହିଁ, ଏହା କହି ନ ପାରେ, ଏଥିପାଇଁ ଭ୍ରାନ୍ତ ଚିତ୍ତ ତାହାକୁ ବିପଥଗାମୀ କରିଅଛି।”