Isaiah 44:21 — Compare Translations
5 translations compared side by side
Odia - 1840
"ସହ ଯାକୁବ,ସହ ଇଶ୍ରାଲୟଲ, ତୁମ୍ଲଭମାଲନ ଏହିସବୁ କଥା ସ୍ମରଣ କର। ତୁମ୍ଭମାନଙ୍କୁ ଆମ୍ଲଭ ସୃଷ୍ଟି କରିଅଛୁ।ସତଣୁ ତୁମ୍ଲଭମାଲନ ଆମ୍ଭର ଦାସ।ସହ ଇଶ୍ରାଲୟଲ, ଆମ୍ଭକୁ ଭୁଲିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଯାକୁବ, ହେ ଇସ୍ରାଏଲ, ତୁମ୍ଭେ ଏହିସବୁ କଥା ସ୍ମରଣ କର, କାରଣ ତୁମ୍ଭେ ଆମ୍ଭର ଦାସ; ଆମ୍ଭେ ତୁମ୍ଭକୁ ଗଢ଼ିଅଛୁ; ତୁମ୍ଭେ ଆମ୍ଭର ଦାସ; ହେ ଇସ୍ରାଏଲ, ତୁମ୍ଭେ ଆମ୍ଭ ଦ୍ଵାରା ବିସ୍ମୃତ ନୋହିବ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ପ୍ରକୃତ ପରମେଶ୍ୱର, ଇସ୍ରାଏଲକୁ ସାହାଯ୍ୟ କରନ୍ତି “ହେ ଯାକୁବ, ହେ ଇସ୍ରାଏଲ, ତୁମ୍ଭେମାନେ ଏହିସବୁ କଥା ସ୍ମରଣ କର। ତୁମ୍ଭମାନଙ୍କୁ ଆମ୍ଭେ ସୃଷ୍ଟି କରିଅଛୁ। ତେଣୁ ତୁମ୍ଭେମାନେ ଆମ୍ଭର ଦାସ। ହେ ଇସ୍ରାଏଲ, ଆମ୍ଭକୁ ଭୁଲିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଯାକୁବ, ହେ ଇସ୍ରାଏଲ, ତୁମ୍ଭେ ଏହିସବୁ କଥା ସ୍ମରଣ କର, କାରଣ ତୁମ୍ଭେ ଆମ୍ଭର ଦାସ; ଆମ୍ଭେ ତୁମ୍ଭକୁ ଗଢ଼ିଅଛୁ; ତୁମ୍ଭେ ଆମ୍ଭର ଦାସ; ହେ ଇସ୍ରାଏଲ, ତୁମ୍ଭେ ଆମ୍ଭ ଦ୍ୱାରା ବିସ୍ମୃତ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ହେ ଯାକୁବ, ହେ ଇସ୍ରାଏଲ, ତୁମ୍ଭେ ଏହିସବୁ କଥା ସ୍ମରଣ କର, କାରଣ ତୁମ୍ଭେ ଆମ୍ଭର ଦାସ; ଆମ୍ଭେ ତୁମ୍ଭକୁ ଗଢ଼ିଅଛୁ; ତୁମ୍ଭେ ଆମ୍ଭର ଦାସ; ହେ ଇସ୍ରାଏଲ, ତୁମ୍ଭେ ଆମ୍ଭ ଦ୍ୱାରା ବିସ୍ମୃତ ହେବ ନାହିଁ।