Isaiah 44:22 — Compare Translations

5 translations compared side by side

Odia - 1840
"ମଲଘ ସଦୃଶ ତୁମ୍ଭର ପାପକୁ ଓ କୁହୁଡ଼ି ସଦୃଶ ତୁମ୍ଭର ପାପକୁ ଆମ୍ଲଭ ମାର୍ଜନା କରିଅଛୁ। ପବନସର ମଲଘ ଚାଲିଗଲା ପରି ତୁମ୍ଭର ପାପସବୁ ଦୂରୀଭୂତସହାଇଅଛି।ସତଣୁ ତୁମ୍ଲଭ ଆମ୍ଭ ନିକଟକୁସଫରିଆସ, କାରଣ ଆମ୍ଲଭ ତୁମ୍ଭକୁ ମୁକ୍ତ କରିଅଛୁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ତୁମ୍ଭର ଅଧର୍ମସବୁ ନିବିଡ଼ କୁହୁଡ଼ିର ନ୍ୟାୟ ଓ ତୁମ୍ଭର ପାପସବୁ ମେଘ ପରି ମାର୍ଜନା କରିଅଛୁନ୍ତ ଆମ୍ଭ ନିକଟକୁ ଫେରି ଆସ; କାରଣ ଆମ୍ଭେ ତୁମ୍ଭକୁ ମୁକ୍ତ କରିଅଛୁ।
Odia Bible ERV 2004 (ପବିତ୍ର ବାଇବଲ)
ମେଘ ସଦୃଶ ତୁମ୍ଭର ପାପକୁ ଓ କୁହୁଡ଼ି ସଦୃଶ ତୁମ୍ଭର ପାପକୁ ଆମ୍ଭେ ମାର୍ଜନା କରିଅଛୁ। ପବନରେ ମେଘ ଗ୍ଭଲିଗଲା ପରି ତୁମ୍ଭର ପାପସବୁ ଦୂରୀଭୂତ ହୋଇଅଛି। ତେଣୁ ତୁମ୍ଭେ ଆମ୍ଭ ନିକଟକୁ ଫେରି ଆସ, କାରଣ ଆମ୍ଭେ ତୁମ୍ଭକୁ ମୁକ୍ତ କରିଅଛୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ତୁମ୍ଭର ଅଧର୍ମସବୁ ନିବିଡ଼ କୁହୁଡ଼ିର ନ୍ୟାୟ ଓ ତୁମ୍ଭର ପାପସବୁ ମେଘ ପରି ମାର୍ଜନା କରିଅଛୁ; ଆମ୍ଭ ନିକଟକୁ ଫେରି ଆସ; କାରଣ ଆମ୍ଭେ ତୁମ୍ଭକୁ ମୁକ୍ତ କରିଅଛୁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ତୁମ୍ଭର ଅଧର୍ମସବୁ ନିବିଡ଼ କୁହୁଡ଼ିର ନ୍ୟାୟ ଓ ତୁମ୍ଭର ପାପସବୁ ମେଘ ପରି ମାର୍ଜନା କରିଅଛୁ; ଆମ୍ଭ ନିକଟକୁ ଫେରି ଆସ; କାରଣ ଆମ୍ଭେ ତୁମ୍ଭକୁ ମୁକ୍ତ କରିଅଛୁ।