Isaiah 44:23 — Compare Translations
5 translations compared side by side
Odia - 1840
"ସହ ଆକାଶମଣ୍ଡଳ, ଗାନ କର, କାରଣ ସଦାପ୍ରଭୁ ଏହା ସାଧନ କରିଛନ୍ତି।ସହ ପୃଥିବୀର ଭୂତଳସ୍ଥାନ ସକଳ ଆନନ୍ଦଧ୍ବନି କର।ସହ ପର୍ବତ ଗଣ,ସହ ଅରଣ୍ଯ ଓ ତନ୍ମଧ୍ଯସ୍ଥ ବୃକ୍ଷ ସମୂହ, ତୁମ୍ଲଭମାଲନ ସମସ୍ଲତ ଉଚ୍ଚ ସ୍ବରସର ପ୍ରଭୁଙ୍କର ପ୍ରଶଂସା ଗାନ କର; କାରଣ ସଦାପ୍ରଭୁ ଯାକୁବକୁ ମୁକ୍ତ କରିଛନ୍ତି ଓ ଇଶ୍ରାଲୟଲକୁସଗୗରବନ୍ବିତ କରିଲବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଆକାଶମଣ୍ତଳ, ଗାନ କର, କାରଣ ସଦାପ୍ରଭୁ ଏହା ସାଧନ କରିଅଛନ୍ତି; ହେ ପୃଥିବୀର ଅଧଃସ୍ଥାନସକଳ, ଆନନ୍ଦଧ୍ଵନି କର; ହେ ପର୍ବତଗଣ, ହେ ଅରଣ୍ୟ ଓ ତନ୍ମଧ୍ୟସ୍ଥ ପ୍ରତ୍ୟେକ ବୃକ୍ଷ, ତୁମ୍ଭେମାନେ ଉଚ୍ଚସ୍ଵରରେ ଗାନ କରନ୍ତ କାରଣ ସଦାପ୍ରଭୁ ଯାକୁବକୁ ମୁକ୍ତ କରିଅଛନ୍ତି ଓ ଇସ୍ରାଏଲ ମଧ୍ୟରେ ଆପଣାକୁ ଗୌରବାନ୍ଵିତ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ଆକାଶମଣ୍ଡଳ, ଗାନ କର, କାରଣ ସଦାପ୍ରଭୁ ଏହା ସାଧନ କରିଛନ୍ତି। ହେ ପୃଥିବୀର ଭୂତଳସ୍ଥାନ ସକଳ ଆନନ୍ଦଧ୍ୱନି କର। ହେ ପର୍ବତଗଣ, ହେ ଅରଣ୍ୟ ଓ ତନ୍ମଧ୍ୟସ୍ଥ ବୃକ୍ଷ ସମୂହ, ତୁମ୍ଭେମାନେ ସମସ୍ତେ ଉଚ୍ଚ ସ୍ୱରରେ ପ୍ରଭୁଙ୍କର ପ୍ରଶଂସା ଗାନ କର; କାରଣ ସଦାପ୍ରଭୁ ଯାକୁବକୁ ମୁକ୍ତ କରିଛନ୍ତି ଓ ଇସ୍ରାଏଲକୁ ଗୌରବାନ୍ୱିତ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଆକାଶମଣ୍ଡଳ, ଗାନ କର, କାରଣ ସଦାପ୍ରଭୁ ଏହା ସାଧନ କରିଅଛନ୍ତି; ହେ ପୃଥିବୀର ଅଧଃସ୍ଥାନସକଳ, ଆନନ୍ଦଧ୍ୱନି କର; ହେ ପର୍ବତଗଣ, ହେ ଅରଣ୍ୟ ଓ ତନ୍ମଧ୍ୟସ୍ଥ ପ୍ରତ୍ୟେକ ବୃକ୍ଷ, ତୁମ୍ଭେମାନେ ଉଚ୍ଚସ୍ୱରରେ ଗାନ କର; କାରଣ ସଦାପ୍ରଭୁ ଯାକୁବକୁ ମୁକ୍ତ କରିଅଛନ୍ତି ଓ ଇସ୍ରାଏଲ ମଧ୍ୟରେ ଆପଣାକୁ ଗୌରବାନ୍ୱିତ କରିବେ।
Odia IRV 2017 (ଓଡିଆ ବାଇବେଲ)