Isaiah 44:24 — Compare Translations

5 translations compared side by side

Odia - 1840
"ତୁମ୍ଭର ତ୍ରାଣକର୍ତ୍ତା ସଦାପ୍ରଭୁ ତୁମ୍ଭକୁ ମାତୃ ଗର୍ଭରୁ ହିଁ ଗଢିଛନ୍ତି।ସସ ଏହା କୁହନ୍ତି, ଆମ୍ଲଭ ସଦାପ୍ରଭୁ, ସମସ୍ତ ସାଧନ କରିଅଛୁ। ଆମ୍ଲଭ ଆକାଶମଣ୍ତଳକୁ ବିସ୍ତାର କରୁ ଓ ଏକାକୀ ପୃଥିବୀକୁ ପ୍ରସାରିତ କରୁ। ଆମ୍ଭର ସହିତସକହି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ମୁକ୍ତିଦାତା ସଦାପ୍ରଭୁ, ଗର୍ଭରୁ ଯେ ତୁମ୍ଭକୁ ଗଢ଼ିଲେ, ସେ ଏହା କହନ୍ତି; ଆମ୍ଭେ ସଦାପ୍ରଭୁ, ଆମ୍ଭେ ସବୁ କାର୍ଯ୍ୟ ସାଧନ କରୁ; ଆମ୍ଭେ ଏକାକୀ ଆକାଶମଣ୍ତଳ ବିସ୍ତାର କରୁ; ଆମ୍ଭେ ପୃଥିବୀକି ପ୍ରସାର କରୁ; ଆମ୍ଭର ସଙ୍ଗୀ କିଏ?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ତ୍ରାଣକର୍ତ୍ତା ସଦାପ୍ରଭୁ ତୁମ୍ଭକୁ ମାତୃ ଗର୍ଭରୁ ହିଁ ଗଢ଼ିଛନ୍ତି। ସେ ଏହା କୁହନ୍ତି, “ଆମ୍ଭେ ସଦାପ୍ରଭୁ, ସମସ୍ତ ସାଧନ କରିଅଛୁ। ଆମ୍ଭେ ଆକାଶମଣ୍ତଳକୁ ବିସ୍ତାର କରୁ ଓ ଏକାକୀ ପୃଥିବୀକୁ ପ୍ରସାରିତ କରୁ। ଆମ୍ଭର ସହିତ କେହି ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ମୁକ୍ତିଦାତା ସଦାପ୍ରଭୁ, ଗର୍ଭରୁ ଯେ ତୁମ୍ଭକୁ ଗଢ଼ିଲେ, ସେ ଏହା କହନ୍ତି; “ଆମ୍ଭେ ସଦାପ୍ରଭୁ, ଆମ୍ଭେ ସବୁ କାର୍ଯ୍ୟ ସାଧନ କରୁ ଆମ୍ଭେ ଏକାକୀ ଆକାଶମଣ୍ଡଳ ବିସ୍ତାର କରୁ; ଆମ୍ଭେ ପୃଥିବୀକୁ ପ୍ରସାର କରୁ; ଆମ୍ଭର ସଙ୍ଗୀ କିଏ?
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ମୁକ୍ତିଦାତା ସଦାପ୍ରଭୁ, ଗର୍ଭରୁ ଯେ ତୁମ୍ଭକୁ ଗଢ଼ିଲେ, ସେ ଏହା କହନ୍ତି; “ଆମ୍ଭେ ସଦାପ୍ରଭୁ, ଆମ୍ଭେ ସବୁ କାର୍ଯ୍ୟ ସାଧନ କରୁ ଆମ୍ଭେ ଏକାକୀ ଆକାଶମଣ୍ଡଳ ବିସ୍ତାର କରୁ; ଆମ୍ଭେ ପୃଥିବୀକୁ ପ୍ରସାର କରୁ; ଆମ୍ଭର ସଙ୍ଗୀ କିଏ?