Isaiah 44:25 — Compare Translations

5 translations compared side by side

Odia - 1840
"ଆମ୍ଲଭ ମିଥ୍ଯାବାଦୀମାନଙ୍କର ମିଥ୍ଯାକୁ ପ୍ରମାଣ କରୁ। ଆମ୍ଲଭ ନିର୍ଲବାଧମାନଙ୍କର ୟାଦୁକାରୀ କାର୍ୟ୍ଯ ବିଫଳ କରୁ। ଜ୍ଞାନୀମାନଙ୍କର ଜ୍ଞାନକୁ ପ୍ରତିହତ କରୁ ଓସସମାନଙ୍କର ଜ୍ଞାନକୁ ଅଜ୍ଞାନତାସର ପରିଣତ କରୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ମିଥ୍ୟାବାଦୀମାନଙ୍କର (ଦତ୍ତ) ଲକ୍ଷଣସବୁ ବିଫଳ କରୁ ଓ ମନ୍ତ୍ରଜ୍ଞମାନଙ୍କୁ ଉନ୍ମତ୍ତ କରୁ; ଆମ୍ଭେ ଜ୍ଞାନୀମାନଙ୍କୁ ପଛକୁ ହଟାଇ ଦେଉ ଓ ସେମାନଙ୍କର ଜ୍ଞାନ ମୂର୍ଖତା କରୁ;
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ମିଥ୍ୟାବାଦୀମାନଙ୍କର ମିଥ୍ୟାକୁ ପ୍ରମାଣ କରୁ। ଆମ୍ଭେ ନିର୍ବୋଧମାନଙ୍କର ଯାଦୁକାରୀ କାର୍ଯ୍ୟ ବିଫଳ କରୁ। ଜ୍ଞାନୀମାନଙ୍କର ଜ୍ଞାନକୁ ପ୍ରତିହତ କରୁ ଓ ସେମାନଙ୍କର ଜ୍ଞାନକୁ ଅଜ୍ଞାନତାରେ ପରିଣତ କରୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ମିଥ୍ୟାବାଦୀମାନଙ୍କର (ଦତ୍ତ) ଲକ୍ଷଣସବୁ ବିଫଳ କରୁ ଓ ମନ୍ତ୍ରଜ୍ଞମାନଙ୍କୁ ଉନ୍ମତ୍ତ କରୁ; ଆମ୍ଭେ ଜ୍ଞାନୀମାନଙ୍କୁ ପଛକୁ ହଟାଇ ଦେଉ ଓ ସେମାନଙ୍କର ଜ୍ଞାନ ମୂର୍ଖତା କରୁ;
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ମିଥ୍ୟାବାଦୀମାନଙ୍କର (ଦତ୍ତ) ଲକ୍ଷଣସବୁ ବିଫଳ କରୁ ଓ ମନ୍ତ୍ରଜ୍ଞମାନଙ୍କୁ ଉନ୍ମତ୍ତ କରୁ; ଆମ୍ଭେ ଜ୍ଞାନୀମାନଙ୍କୁ ପଛକୁ ହଟାଇ ଦେଉ ଓ ସେମାନଙ୍କର ଜ୍ଞାନ ମୂର୍ଖତା କରୁ;