Isaiah 44:27 — Compare Translations
5 translations compared side by side
Odia - 1840
"ଆମ୍ଲଭ ଗଭୀର ଜଳକୁ ଶୁଷ୍କସହବାକୁ କହୁ ଓ ତୁମ୍ଭର ନଦନଦୀଗୁଡ଼ିକ ଶୁଷ୍କ କରିଦଲଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଅଗାଧ ଜଳକୁ କହୁ, ଶୁଷ୍କ ହୁଅ; ପୁଣି, ଆମ୍ଭେ ତୁମ୍ଭର ନଦନଦୀସବୁ ଶୁଷ୍କ କରିବାନ୍ତ
Odia Bible ERV 2004 (ପବିତ୍ର ବାଇବଲ)
“ଆମ୍ଭେ ଗଭୀର ଜଳକୁ ଶୁଷ୍କ ହେବାକୁ କହୁ ଓ ତୁମ୍ଭର ନଦନଦୀଗୁଡ଼ିକ ଶୁଷ୍କ କରିଦେଉ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ଅଗାଧ ଜଳକୁ କହୁ, ‘ଶୁଷ୍କ ହୁଅ; ପୁଣି ଆମ୍ଭେ ତୁମ୍ଭର ନଦ-ନଦୀସବୁ ଶୁଷ୍କ କରିବା;’
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ଅଗାଧ ଜଳକୁ କହୁ, ଶୁଷ୍କ ହୁଅ; ପୁଣି ଆମ୍ଭେ ତୁମ୍ଭର ନଦନଦୀସବୁ ଶୁଷ୍କ କରିବା;