Isaiah 44:28 — Compare Translations

5 translations compared side by side

Odia - 1840
"ଆମ୍ଲଭସକାରସ ବିଷଯସର କହୁ, ତୁମ୍ଲଭ ଆମ୍ଭସମଷପାଳକ, ତୁମ୍ଲଭ ଆମ୍ଭର ମଙ୍ଗଳ କରିବ। ତୁମ୍ଲଭ ୟିରୁଶାଲମ ପୁନଃନିର୍ମିତସହବସବାଲି କହିବ।' ପୁଣି ମନ୍ଦିରର ମୂଳଦୁଆ ସ୍ଥାପିତସହବସବାଲି ତୁମ୍ଲଭ କହିବ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ କୋରସ୍ ବିଷୟରେ କହୁ, ସେ ଆମ୍ଭ ପଲର ପାଳକ ଓ ଆମ୍ଭର ଇଷ୍ଟ ସାଧନ କରିବ; ସେ ଯିରୂଶାଲମ ବିଷୟରେ କହିବ, ତାହା ପୁନର୍ନିର୍ମିତ ହେବ ଓ ମନ୍ଦିରକୁ କହିବ, ତୁମ୍ଭର ଭିତ୍ତିମୂଳ ସ୍ଥାପିତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ କୋରସ୍ ବିଷୟରେ କହୁ, “ତୁମ୍ଭେ ଆମ୍ଭ ମେଷପାଳକ, ତୁମ୍ଭେ ଆମ୍ଭର ମଙ୍ଗଳ କରିବ। ତୁମ୍ଭେ ଯିରୁଶାଲମ ‘ପୁନଃନିର୍ମିତ ହେବ ବୋଲି କହିବ।’ ପୁଣି ମନ୍ଦିରର ‘ମୂଳଦୁଆ ସ୍ଥାପିତ ହେବ ବୋଲି ତୁମ୍ଭେ କହିବ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ କୋରସ୍‍ ବିଷୟରେ କହୁ, ‘ସେ ଆମ୍ଭ ପଲର ପାଳକ ଓ ଆମ୍ଭର ଇଷ୍ଟ ସାଧନ କରିବ;’ ସେ ଯିରୂଶାଲମ ବିଷୟରେ କହିବ, ‘ତାହା ପୁନଃନିର୍ମିତ ହେବ’ ଓ ମନ୍ଦିରକୁ କହିବ, ‘ତୁମ୍ଭର ଭିତ୍ତିମୂଳ ସ୍ଥାପିତ ହେବ।’”
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ କୋରସ୍‍ ବିଷୟରେ କହୁ, ସେ ଆମ୍ଭ ପଲର ପାଳକ ଓ ଆମ୍ଭର ଇଷ୍ଟ ସାଧନ କରିବ; ସେ ଯିରୂଶାଲମ ବିଷୟରେ କହିବ, ତାହା ପୁନଃର୍ନିର୍ମିତ ହେବ ଓ ମନ୍ଦିରକୁ କହିବ, ତୁମ୍ଭର ଭିତ୍ତିମୂଳ ସ୍ଥାପିତ ହେବ।”