Isaiah 44:3 — Compare Translations

5 translations compared side by side

Odia - 1840
"'ଆମ୍ଲଭ ତୃଷିତ ଭୂମି ଉପସର ଜଳ ଓ ଶୁଷ୍କ ଭୂମି ଉପସର ଜଳଲଷାର୍ତ ଢ଼ାଳିବା। ଆମ୍ଲଭ ତୁମ୍ଭ ବଂଶ ଉପସର ଆପଣା ଆତ୍ମା ଓ ତୁମ୍ଭ ସନ୍ତାନଗଣ ଉପସର ଆପଣା ଆଶୀର୍ବାଦ ବର୍ଷାଇବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆମ୍ଭେ ତୃଷିତ ଉପରେ ଜଳ ଓ ଶୁଷ୍କ ଭୂମି ଉପରେ ଜଳସ୍ରୋତ ଢାଳିବା; ଆମ୍ଭେ ତୁମ୍ଭ ବଂଶ ଉପରେ ଆପଣା ଆତ୍ମା ଓ ତୁମ୍ଭ ସନ୍ତାନଗଣ ଉପରେ ଆପଣା ଆଶୀର୍ବାଦ ଢାଳିବା;
Odia Bible ERV 2004 (ପବିତ୍ର ବାଇବଲ)
“ଆମ୍ଭେ ତୃଷିତ ଭୂମି ଉପରେ ଜଳ ଓ ଶୁଷ୍କ ଭୂମି ଉପରେ ଜଳସ୍ରୋତ ଢାଳିବା। ଆମ୍ଭେ ତୁମ୍ଭ ବଂଶ ଉପରେ ଆପଣା ଆତ୍ମା ଓ ତୁମ୍ଭ ସନ୍ତାନଗଣ ଉପରେ ଆପଣା ଆଶୀର୍ବାଦ ବର୍ଷାଇବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଆମ୍ଭେ ତୃଷିତ ଉପରେ ଜଳ ଓ ଶୁଷ୍କ ଭୂମି ଉପରେ ଜଳସ୍ରୋତ ଢାଳିବା; ଆମ୍ଭେ ତୁମ୍ଭ ବଂଶ ଉପରେ ଆପଣା ଆତ୍ମା ଓ ତୁମ୍ଭ ସନ୍ତାନଗଣ ଉପରେ ଆପଣା ଆଶୀର୍ବାଦ ଢାଳିବା;
Odia IRV 2017 (ଓଡିଆ ବାଇବେଲ)
କାରଣ ଆମ୍ଭେ ତୃଷିତ ଉପରେ ଜଳ ଓ ଶୁଷ୍କ ଭୂମି ଉପରେ ଜଳସ୍ରୋତ ଢାଳିବା; ଆମ୍ଭେ ତୁମ୍ଭ ବଂଶ ଉପରେ ଆପଣା ଆତ୍ମା ଓ ତୁମ୍ଭ ସନ୍ତାନଗଣ ଉପରେ ଆପଣା ଆଶୀର୍ବାଦ ଢାଳିବା;