Isaiah 44:5 — Compare Translations

5 translations compared side by side

Odia - 1840
"ଜଲଣ କହିବ, ଆମ୍ଲଭ ସଦାପ୍ରଭୁଙ୍କର,' ଅନ୍ୟ ଜଲଣ ଯାକୁବ'ସବାଲି ନିଜକୁ କହିବ; ଆଉସକହି 'ସଦାପ୍ରଭୁଙ୍କର' ସ୍ବାକ୍ଷର ନିଜ ହାତସର କରିବ ଓ ଅନ୍ୟସକହି 'ଇଶ୍ରାଲୟଲର ନାମସର ନିଜକୁ ପରିଚଯ ଦଲବ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏକ ଜଣ କହିବ, ଆମ୍ଭେ ସଦାପ୍ରଭୁଙ୍କର; ଅନ୍ୟ ଜଣ ଯାକୁବ ନାମରେ ଆପଣାକୁ ଖ୍ୟାତ କରିବ; ଆଉ, ଜଣେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ଵହସ୍ତରେ ସ୍ଵାକ୍ଷର କରିବ ଓ ଇସ୍ରାଏଲୀୟ କୁଳ ନାମରେ ଆପଣାକୁ ପ୍ରସିଦ୍ଧ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“ଜଣେ କହିବ, ‘ଆମ୍ଭେ ସଦାପ୍ରଭୁଙ୍କର,’ ଅନ୍ୟ ଜଣେ ‘ଯାକୁବ’ ବୋଲି ନିଜକୁ କହିବ; ଆଉ କେହି ‘ସଦାପ୍ରଭୁଙ୍କର’ ସ୍ୱାକ୍ଷର ନିଜ ହାତରେ କରିବ ଓ ଅନ୍ୟ କେହି ‘ଇସ୍ରାଏଲର ନାମରେ ନିଜକୁ ପରିଚୟ ଦେବ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏକ ଜଣ କହିବ, ‘ଆମ୍ଭେ ସଦାପ୍ରଭୁଙ୍କର;’ ଅନ୍ୟ ଜଣ ଯାକୁବ ନାମରେ ଆପଣାକୁ ଖ୍ୟାତ କରିବ; ଆଉ, ଜଣେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ୱହସ୍ତରେ ସ୍ୱାକ୍ଷର କରିବ ଓ ଇସ୍ରାଏଲୀୟ କୁଳ ନାମରେ ଆପଣାକୁ ପ୍ରସିଦ୍ଧ କରିବ।”
Odia IRV 2017 (ଓଡିଆ ବାଇବେଲ)
ଏକ ଜଣ କହିବ, ଆମ୍ଭେ ସଦାପ୍ରଭୁଙ୍କର; ଅନ୍ୟ ଜଣ ଯାକୁବ ନାମରେ ଆପଣାକୁ ଖ୍ୟାତ କରିବ; ଆଉ, ଜଣେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ୱହସ୍ତରେ ସ୍ୱାକ୍ଷର କରିବ ଓ ଇସ୍ରାଏଲୀୟ କୁଳ ନାମରେ ଆପଣାକୁ ପ୍ରସିଦ୍ଧ କରିବ।”