Isaiah 44:6 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଇଶ୍ରାଲୟଲର ରାଜା।ସସହି ସର୍ବଶକ୍ତିମାନ ସଦାପ୍ରଭୁ ଇଶ୍ରାଲୟଲର ତ୍ରାଣକର୍ତ୍ତା କୁହନ୍ତି, ଆମ୍ଲଭ ଆଦି ଓ ଅନ୍ତ, ଆମ୍ଭ ବ୍ଯତୀତ ଅନ୍ୟ ପରଲମଶ୍ବର ନାହାଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ, ଇସ୍ରାଏଲର ରାଜା ଓ ତାହାର ମୁକ୍ତିଦାତା ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଆଦି ଓ ଆମ୍ଭେ ଅନ୍ତ, ପୁଣି ଆମ୍ଭ ଛଡ଼ା ପରମେଶ୍ଵର ଆଉ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଇସ୍ରାଏଲର ରାଜା। ସେହି ସର୍ବଶକ୍ତିମାନ ସଦାପ୍ରଭୁ ଇସ୍ରାଏଲର ତ୍ରାଣକର୍ତ୍ତା କୁହନ୍ତି, “ଆମ୍ଭେ ଆଦି ଓ ଅନ୍ତ, ଆମ୍ଭ ବ୍ୟତୀତ ଅନ୍ୟ ପରମେଶ୍ୱର ନାହାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ, ଇସ୍ରାଏଲର ରାଜା ଓ ତାହାର ମୁକ୍ତିଦାତା ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; “ଆମ୍ଭେ ଆଦି ଓ ଆମ୍ଭେ ଅନ୍ତ, ପୁଣି ଆମ୍ଭ ଛଡ଼ା ପରମେଶ୍ୱର ଆଉ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ, ଇସ୍ରାଏଲର ରାଜା ଓ ତାହାର ମୁକ୍ତିଦାତା ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; “ଆମ୍ଭେ ଆଦି ଓ ଆମ୍ଭେ ଅନ୍ତ, ପୁଣି ଆମ୍ଭ ଛଡ଼ା ପରମେଶ୍ୱର ଆଉ ନାହିଁ।