Isaiah 44:7 — Compare Translations

5 translations compared side by side

Odia - 1840
"ଆମ୍ଭ ତୁଲ୍ଯ ଅନ୍ୟ ପରଲମଶ୍ବର ନାହାଁନ୍ତି। ଯଦି ଥାଆନ୍ତିସତଲବସସ ବର୍ତ୍ତମାନ ଆସି କୁହନ୍ତୁ।ସସ ଯଦି ଆମ୍ଭପରି,ସତଲବ ଆସି ପ୍ରମାଣ କରନ୍ତୁ।ସସ ମଧ୍ଯ କୁହନ୍ତୁ ଆମ୍ଲଭ ପୁରାତନସଲାକମାନଙ୍କୁ ସୃଷ୍ଟି କଲାସବଲଳ କ'ଣସବୁ ଘଟିଥିଲା।ସସ ମଧ୍ଯ ଭବିଷ୍ଯତସର କ'ଣ ଘଟିବ ତାହାର ସଙ୍କଲତ ଦିଅନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ସେହି ପୁରାତନ ଲୋକଙ୍କୁ ସ୍ଥାପନ କରିବା ସମୟଠାରୁ ଆମ୍ଭ ତୁଲ୍ୟ କିଏ ଆହ୍ଵାନ କରିବ ଓ ତାହା ପ୍ରକାଶ କରିବ ଓ ଯଥାକ୍ରମେ ଆମ୍ଭ ପାଇଁ ତାହା ସଜାଇବ? ପୁଣି, ଯାହା ଯାହା ନିକଟବର୍ତ୍ତୀ ଓ ଯାହା ଯାହା ଘଟିବ, ତାହା ସେମାନେ ପ୍ରକାଶ କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭ ତୁଲ୍ୟ ଅନ୍ୟ ପରମେଶ୍ୱର ନାହାନ୍ତି। ଯଦି ଥା’ନ୍ତି ତେବେ ସେ ବର୍ତ୍ତମାନ ଆସି କୁହନ୍ତୁ। ସେ ଯଦି ଆମ୍ଭପରି, ତେବେ ଆସି ପ୍ରମାଣ କରନ୍ତୁ। ସେ ମଧ୍ୟ କୁହନ୍ତୁ ଆମ୍ଭେ ପୁରାତନ ଲୋକମାନଙ୍କୁ ସୃଷ୍ଟି କଲାବେଳେ କ’ଣ ସବୁ ଘଟିଥିଲା। ସେ ମଧ୍ୟ ଭବିଷ୍ୟତରେ କ’ଣ ଘଟିବ ତାହାର ସଙ୍କେତ ଦିଅନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ସେହି ପୁରାତନ ଲୋକଙ୍କୁ ସ୍ଥାପନ କରିବା ସମୟଠାରୁ ଆମ୍ଭ ତୁଲ୍ୟ କିଏ ଆହ୍ୱାନ କରିବ ଓ ତାହା ପ୍ରକାଶ କରିବ ଓ ଯଥାକ୍ରମେ ଆମ୍ଭ ପାଇଁ ତାହା ସଜାଇବ? ପୁଣି, ଯାହା ଯାହା ନିକଟବର୍ତ୍ତୀ ଓ ଯାହା ଯାହା ଘଟିବ, ତାହା ସେମାନେ ପ୍ରକାଶ କରନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ସେହି ପୁରାତନ ଲୋକଙ୍କୁ ସ୍ଥାପନ କରିବା ସମୟଠାରୁ ଆମ୍ଭ ତୁଲ୍ୟ କିଏ ଆହ୍ୱାନ କରିବ ଓ ତାହା ପ୍ରକାଶ କରିବ ଓ ଯଥାକ୍ରମେ ଆମ୍ଭ ପାଇଁ ତାହା ସଜାଇବ? ପୁଣି, ଯାହା ଯାହା ନିକଟବର୍ତ୍ତୀ ଓ ଯାହା ଯାହା ଘଟିବ, ତାହା ସେମାନେ ପ୍ରକାଶ କରନ୍ତୁ।