Isaiah 44:8 — Compare Translations
5 translations compared side by side
Odia - 1840
"ତୁମ୍ଲଭମାଲନ ଭୀତ ଓ ବିବ୍ରତ ହୁଅ ନାହିଁ। ଆମ୍ଲଭ ସର୍ବଦା କହିଛୁ ଭବିଷ୍ଯତସର କ'ଣ ଘଟିବ। ତୁମ୍ଲଭମାଲନ ଆମ୍ଭର ସାକ୍ଷୀ। ଆମ୍ଭ ଭିନ୍ନ ଆଉ ପରଲମଶ୍ବର ନାହାଁନ୍ତି। ଅନ୍ୟ ଶୈଳ ନାହିଁ। ଆମ୍ଲଭ ଜାଣୁ ଆମ୍ଲଭ ହିଁ ଏକମାତ୍ର।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ କମ୍ପିତ କିଅବା ଭୀତ ହୁଅ ନାହିଁ; ଆମ୍ଭେ କʼଣ ପୂର୍ବରୁ ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରି ନାହୁଁ ଓ ତୁମ୍ଭମାନଙ୍କୁ ତାହା ଜଣାଇ ନାହୁଁ? ତୁମ୍ଭେମାନେ ଆମ୍ଭର ସାକ୍ଷୀ । ଆମ୍ଭ ଭିନ୍ନ ଆଉ କି ପରମେଶ୍ଵର ଅଛନ୍ତି? ଅନ୍ୟ ଶୈଳ ନାହିଁ ⇧; ଆମ୍ଭେ କାହାକୁ ଜାଣୁ ନା ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ଭୀତ ଓ ବିବ୍ରତ ହୁଅ ନାହିଁ। ଆମ୍ଭେ ସର୍ବଦା କହିଛୁ ଭବିଷ୍ୟତରେ କ’ଣ ଘଟିବ। ତୁମ୍ଭେମାନେ ଆମ୍ଭର ସାକ୍ଷୀ। ଆମ୍ଭ ଭିନ୍ନ ଆଉ ପରମେଶ୍ୱର ନାହାନ୍ତି। ଅନ୍ୟ ‘ଶୈଳ’ ନାହିଁ। ଆମ୍ଭେ ଜାଣୁ ଆମ୍ଭେ ହିଁ ଏକମାତ୍ର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ କମ୍ପିତ କିଅବା ଭୀତ ହୁଅ ନାହିଁ; ଆମ୍ଭେ କʼଣ ପୂର୍ବରୁ ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରି ନାହୁଁ ଓ ତୁମ୍ଭମାନଙ୍କୁ ତାହା ଜଣାଇ ନାହୁଁ? ତୁମ୍ଭେମାନେ ଆମ୍ଭର ସାକ୍ଷୀ। ଆମ୍ଭ ଭିନ୍ନ ଆଉ କି ପରମେଶ୍ୱର ଅଛନ୍ତି? ଅନ୍ୟ ଶୈଳ ନାହିଁ; ଆମ୍ଭେ କାହାକୁ ଜାଣୁ ନା।”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ କମ୍ପିତ କିଅବା ଭୀତ ହୁଅ ନାହିଁ; ଆମ୍ଭେ କ’ଣ ପୂର୍ବରୁ ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରି ନାହୁଁ ଓ ତୁମ୍ଭମାନଙ୍କୁ ତାହା ଜଣାଇ ନାହୁଁ? ତୁମ୍ଭେମାନେ ଆମ୍ଭର ସାକ୍ଷୀ। ଆମ୍ଭ ଭିନ୍ନ ଆଉ କି ପରମେଶ୍ୱର ଅଛନ୍ତି? ଅନ୍ୟ ଶୈଳ ନାହିଁ; ଆମ୍ଭେ କାହାକୁ ଜାଣୁ ନା।”