Isaiah 44:9 — Compare Translations

5 translations compared side by side

Odia - 1840
"ସଯଉଁଦିନସଖାଦିତ ପ୍ରତିମା ନିର୍ମାଣ କରନ୍ତି,ସସ ସବୁ ଅସାର, ଯଦିଓସଲାଲକସସଗୁଡ଼ିକୁ ଆଦର କରନ୍ତି।ସସଗୁଡ଼ିକ ଉପକାରୀ ନୁହଁନ୍ତି।ସସହିସଲାକମାଲନ ସାକ୍ଷୀସହଲଲ ବିସସମାଲନ ଲଜ୍ଜିତସହଲବ।ସସମାଲନ କିଛିସଦଖନ୍ତି ନାହିଁ କି କିଛି ଜାଣନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ଖୋଦିତ ପ୍ରତିମା ନିର୍ମାଣ କରନ୍ତି, ସେସମସ୍ତେ ଅସାର ଓ ସେମାନଙ୍କର ମନୋହର ବିଷୟ-ମାନ ଉପକାରକ ନୋହିବ; ସେମାନେ ଯେପରି ଲଜ୍ଜିତ ହେବେ, ଏଥିପାଇଁ ସେମାନଙ୍କର ନିଜ ସାକ୍ଷୀଗଣ ଦେଖନ୍ତି ନାହିଁ, କିଅବା ଜାଣନ୍ତି ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ନିରର୍ଥକ ମିଥ୍ୟା ଦେବତା ଯେଉଁମାନେ ଖୋଦିତ ପ୍ରତିମା ନିର୍ମାଣ କରନ୍ତି, ସେ ସବୁ ଅସାର, ଯଦିଓ ଲୋକେ ସେଗୁଡ଼ିକୁ ଆଦର କରନ୍ତି। ସେଗୁଡ଼ିକ ଉପକାରୀ ନୁହନ୍ତି। ସେହି ଲୋକମାନେ ସାକ୍ଷୀ ହେଲେ ବି ସେମାନେ ଲଜ୍ଜିତ ହେବେ। ସେମାନେ କିଛି ଦେଖନ୍ତି ନାହିଁ କି କିଛି ଜାଣନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ଖୋଦିତ ପ୍ରତିମା ନିର୍ମାଣ କରନ୍ତି, ସେମାନେ ସମସ୍ତେ ଅସାର ଓ ସେମାନଙ୍କର ମନୋହର ବିଷୟମାନ ଉପକାରକ ହେବ ନାହିଁ; ସେମାନେ ଯେପରି ଲଜ୍ଜିତ ହେବେ, ଏଥିପାଇଁ ସେମାନଙ୍କର ନିଜ ସାକ୍ଷୀଗଣ ଦେଖନ୍ତି ନାହିଁ, କିଅବା ଜାଣନ୍ତି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ଖୋଦିତ ପ୍ରତିମା ନିର୍ମାଣ କରନ୍ତି, ସେମାନେ ସମସ୍ତେ ଅସାର ଓ ସେମାନଙ୍କର ମନୋହର ବିଷୟମାନ ଉପକାରକ ହେବ ନାହିଁ; ସେମାନେ ଯେପରି ଲଜ୍ଜିତ ହେବେ, ଏଥିପାଇଁ ସେମାନଙ୍କର ନିଜ ସାକ୍ଷୀଗଣ ଦେଖନ୍ତି ନାହିଁ, କିଅବା ଜାଣନ୍ତି ନାହିଁ।