Isaiah 45:1 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ନିଜ ଅଭିଷିକ୍ତ ବ୍ଯକତିର ଅର୍ଥାତ୍ କୋରସ ବିଷଯ ରେ ଏହିକଥା କୁହନ୍ତି, ଆମ୍ଭେ ତାହା ସମ୍ମୁଖ ରେ ନାନା ଗୋଷ୍ଠୀକୁ ପରାସ୍ତ କରିବା ପାଇଁ ତାହାର ଦକ୍ଷିଣ ହସ୍ତ ଧରିଅଛୁ ଓ ଆମ୍ଭେ ରାଜାମାନଙ୍କର କଟିବନ୍ଧନ ଫିଟାଇବା। ପୁଣି ତାହା ସମ୍ମୁଖ ରେ କବାଟସବୁ ମୁକ୍ତ କରିବା ଓ ନଗରଦ୍ବାର ସବୁ ବନ୍ଦ ରହିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଆପଣା ଅଭିଷିକ୍ତ ବ୍ୟକ୍ତିର, ଅର୍ଥାତ୍, କୋରସ୍ର ବିଷୟରେ ଏହି କଥା କହନ୍ତି, ଆମ୍ଭେ ତାହା ସମ୍ମୁଖରେ ନାନା ଗୋଷ୍ଠୀଙ୍କି ପରାସ୍ତ କରିବା ନିମନ୍ତେ ତାହାର ଦକ୍ଷିଣ ହସ୍ତ ଧରିଅଛୁ ଓ ଆମ୍ଭେ ରାଜାମାନଙ୍କର କଟିବନ୍ଧନ ଫିଟାଇବା ⇧; ଆମ୍ଭେ ତାହା ସମ୍ମୁଖରେ କବାଟସବୁ ମୁକ୍ତ କରିବା ଓ ନଗର-ଦ୍ଵାରସବୁ ବନ୍ଦ ନୋହିବ;
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲକୁ ମୁକ୍ତ କରିବାକୁ ପରମେଶ୍ୱର କୋରସକୁ ମନୋନୀତ କଲେ ସଦାପ୍ରଭୁ ନିଜ ଅଭିଷିକ୍ତ ବ୍ୟକ୍ତିର ଅର୍ଥାତ୍ କୋରସ୍ ବିଷୟରେ ଏହିକଥା କୁହନ୍ତି, “ଆମ୍ଭେ ତାହା ସମ୍ମୁଖରେ ନାନା ଗୋଷ୍ଠୀକୁ ପରାସ୍ତ କରିବା ପାଇଁ ତାହାର ଦକ୍ଷିଣ ହସ୍ତ ଧରିଅଛୁ ଓ ଆମ୍ଭେ ରାଜାମାନଙ୍କର କଟିବନ୍ଧନ ଫିଟାଇବା। ପୁଣି ତାହା ସମ୍ମୁଖରେ କବାଟସବୁ ମୁକ୍ତ କରିବା ଓ ନଗରଦ୍ୱାର ସବୁ ବନ୍ଦ ରହିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଆପଣା ଅଭିଷିକ୍ତ ବ୍ୟକ୍ତିର, ଅର୍ଥାତ୍‍, କୋରସ୍‍ର ବିଷୟରେ ଏହି କଥା କହନ୍ତି, ଆମ୍ଭେ ତାହା ସମ୍ମୁଖରେ ନାନା ଗୋଷ୍ଠୀଙ୍କୁ ପରାସ୍ତ କରିବା ନିମନ୍ତେ ତାହାର ଡାହାଣ ହସ୍ତ ଧରିଅଛୁ ଓ ଆମ୍ଭେ ରାଜାମାନଙ୍କର କଟିବନ୍ଧନ ଫିଟାଇବା; ଆମ୍ଭେ ତାହା ସମ୍ମୁଖରେ କବାଟସବୁ ମୁକ୍ତ କରିବା ଓ ନଗରଦ୍ୱାରସବୁ ବନ୍ଦ ହେବ ନାହିଁ;
Odia IRV 2017 (ଓଡିଆ ବାଇବେଲ)