Isaiah 45:10 — Compare Translations

5 translations compared side by side

Odia - 1840
"ପିତା ସନ୍ତାନମାନଙ୍କୁ ଜନ୍ମ ଦିଏ, କିନ୍ତୁ ସନ୍ତାନମାନେ କ'ଣ ପିତାକୁ ପ୍ରଶ୍ନ କରୁଛନ୍ତି। ତୁମ୍ଭେ ଆମ୍ଭକୁ କାହିଁକି ଜୀବନ ଦଇେଛ?' ସମାନେେ ମଧ୍ଯ ତାଙ୍କର ମାଆକୁ କାହିଁକି ପ୍ରସବ କରୁଅଛ ବୋଲି ପ୍ରଶ୍ନ କରନ୍ତି ନାହିଁ। ତେଣୁ ଯେ ପ୍ରଶ୍ନ କରନ୍ତି, ସମାନେେ ସନ୍ତାପର ପାତ୍ର।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ପିତାକୁ କହେ, ତୁମ୍ଭେ କଅଣ ଜନ୍ମାଉଅଛ, ଅବା ସ୍ତ୍ରୀଲୋକକୁ କହେ, ତୁମ୍ଭେ କଅଣ ପ୍ରସବ କରୁଅଛ? ସେ ସନ୍ତାପର ପାତ୍ର!
Odia Bible ERV 2004 (ପବିତ୍ର ବାଇବଲ)
ପିତା ସନ୍ତାନମାନଙ୍କୁ ଜନ୍ମ ଦିଏ, କିନ୍ତୁ ସନ୍ତାନମାନେ କ’ଣ ପିତାକୁ ପ୍ରଶ୍ନ କରୁଛନ୍ତି। ‘ତୁମ୍ଭେ ଆମ୍ଭକୁ କାହିଁକି ଜୀବନ ଦେଇଛ?’ ସେମାନେ ମଧ୍ୟ ତାଙ୍କର ମାକୁ ‘କାହିଁକି ପ୍ରସବ କରୁଅଛ ବୋଲି ପ୍ରଶ୍ନ କରନ୍ତି ନାହିଁ। ତେଣୁ ଯେ ପ୍ରଶ୍ନ କରନ୍ତି, ସେମାନେ ସନ୍ତାପର ପାତ୍ର।”’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ପିତାକୁ କହେ, ‘ତୁମ୍ଭେ କଅଣ ଜନ୍ମାଉଅଛ,’ ଅବା ସ୍ତ୍ରୀଲୋକକୁ କହେ, ‘ତୁମ୍ଭେ କଅଣ ପ୍ରସବ କରୁଅଛ? ସେ ସନ୍ତାପର ପାତ୍ର!’”
Odia IRV 2017 (ଓଡିଆ ବାଇବେଲ)
ଯେ ପିତାକୁ କହେ, ତୁମ୍ଭେ କଅଣ ଜନ୍ମାଉଅଛ, ଅବା ସ୍ତ୍ରୀଲୋକକୁ କହେ, ତୁମ୍ଭେ କଅଣ ପ୍ରସବ କରୁଅଛ? ସେ ସନ୍ତାପର ପାତ୍ର!