Isaiah 45:11 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଯେ ଇଶ୍ରାୟେଲର ଧର୍ମସ୍ବରୂପ ଓ ନିର୍ମାଣ କର୍ତ୍ତା, ସେ ଏହି କଥା କୁହନ୍ତି,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ, ଇସ୍ରାଏଲର ଧର୍ମସ୍ଵରୂପ ଓ ତାହାର ନିର୍ମାଣକର୍ତ୍ତା ଏହି କଥା କହନ୍ତି, ଆଗାମୀ ଘଟନାର ବିଷୟ ଆମ୍ଭକୁ ପଚାର; ତୁମ୍ଭେମାନେ ଆମ୍ଭ ସନ୍ତାନଗଣର ବିଷୟରେ ଓ ଆମ୍ଭ ହସ୍ତକୃତ କର୍ମ⇧ ବିଷୟରେ ଆମ୍ଭକୁ ଆଦେଶ ଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଯେ ଇସ୍ରାଏଲର ଧର୍ମସ୍ୱରୂପ ଓ ନିର୍ମାଣ କର୍ତ୍ତା, ସେ ଏହି କଥା କୁହନ୍ତି, “ହେ ମୋର ସନ୍ତାନଗଣ, ତୁମ୍ଭେମାନେ ଆଗାମୀ ଘଟଣାର ବିଷୟ ଆମ୍ଭକୁ ପଗ୍ଭର; ତୁମ୍ଭେମାନେ ଆମ୍ଭ ସନ୍ତାନଗଣ ବିଷୟରେ ଓ ଆମ୍ଭ ହସ୍ତକୃତ କର୍ମ ବିଷୟରେ ଆମ୍ଭକୁ ଆଦେଶ ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ, ଇସ୍ରାଏଲର ଧର୍ମସ୍ୱରୂପ ଓ ତାହାର ନିର୍ମାଣକର୍ତ୍ତା ଏହି କଥା କହନ୍ତି, “ଆଗାମୀ ଘଟଣାର ବିଷୟ ଆମ୍ଭକୁ ପଚାର; ତୁମ୍ଭେମାନେ ଆମ୍ଭ ସନ୍ତାନଗଣର ବିଷୟରେ ଓ ଆମ୍ଭ ହସ୍ତକୃତ କର୍ମ ବିଷୟରେ ଆମ୍ଭକୁ ଆଦେଶ ଦିଅ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ, ଇସ୍ରାଏଲର ଧର୍ମସ୍ୱରୂପ ଓ ତାହାର ନିର୍ମାଣକର୍ତ୍ତା ଏହି କଥା କହନ୍ତି, ଆଗାମୀ ଘଟଣାର ବିଷୟ ଆମ୍ଭକୁ ପଚାର; ତୁମ୍ଭେମାନେ ଆମ୍ଭ ସନ୍ତାନଗଣର ବିଷୟରେ ଓ ଆମ୍ଭ ହସ୍ତକୃତ କର୍ମ ବିଷୟରେ ଆମ୍ଭକୁ ଆଦେଶ ଦିଅ।