Isaiah 45:12 — Compare Translations
5 translations compared side by side
Odia - 1840
"ଆମ୍ଭେ ପୃଥିବୀ ନିର୍ମାଣ କରିଅଛୁ ଓ ପୃଥିବୀସ୍ଥ ସମସ୍ତ ବାସିନ୍ଦାଙ୍କୁ ସୃଷ୍ଟି କରିଅଛୁ। ଆମ୍ଭ ସ୍ବହସ୍ତ ନିର୍ମିତ ଆକାଶମଣ୍ଡଳକୁ ବିସ୍ତାର କରିଅଛୁ ଓ ତହିଁରେ ସକଳ ସୈନ୍ଯସାମନ୍ତଙ୍କୁ ଆମ୍ଭେ ଆଜ୍ଞା ଦଇେଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ପୃଥିବୀ ନିର୍ମାଣ କରିଅଛୁ ଓ ତହିଁ ମଧ୍ୟରେ ମନୁଷ୍ୟର ସୃଷ୍ଟି କରିଅଛୁ; ଆମ୍ଭେ, ଆମ୍ଭର ହସ୍ତ ହିଁ ଆକାଶମଣ୍ତଳ ବିସ୍ତୀର୍ଣ୍ଣ କରିଅଛି ଓ ତହିଁର ସକଳ ବିଷୟକୁ ଆମ୍ଭେ ଆଜ୍ଞା ଦେଇଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ପୃଥିବୀ ନିର୍ମାଣ କରିଅଛୁ ଓ ପୃଥିବୀସ୍ଥ ସମସ୍ତ ବାସିନ୍ଦାଙ୍କୁ ସୃଷ୍ଟି କରିଅଛୁ। ଆମ୍ଭେ ସ୍ୱହସ୍ତ ନିର୍ମିତ ଆକାଶମଣ୍ଡଳକୁ ବିସ୍ତାର କରିଅଛୁ ଓ ତହିଁରେ ସକଳ ସୈନ୍ୟସାମନ୍ତଙ୍କୁ ଆମ୍ଭେ ଆଜ୍ଞା ଦେଇଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ପୃଥିବୀ ନିର୍ମାଣ କରିଅଛୁ ଓ ତହିଁ ମଧ୍ୟରେ ମନୁଷ୍ୟର ସୃଷ୍ଟି କରିଅଛୁ; ଆମ୍ଭେ, ଆମ୍ଭର ହସ୍ତ ହିଁ ଆକାଶମଣ୍ଡଳ ବିସ୍ତୀର୍ଣ୍ଣ କରିଅଛି ଓ ତହିଁର ସକଳ ବିଷୟକୁ ଆମ୍ଭେ ଆଜ୍ଞା ଦେଇଅଛୁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ପୃଥିବୀ ନିର୍ମାଣ କରିଅଛୁ ଓ ତହିଁ ମଧ୍ୟରେ ମନୁଷ୍ୟର ସୃଷ୍ଟି କରିଅଛୁ; ଆମ୍ଭେ, ଆମ୍ଭର ହସ୍ତ ହିଁ ଆକାଶମଣ୍ଡଳ ବିସ୍ତୀର୍ଣ୍ଣ କରିଅଛି ଓ ତହିଁର ସକଳ ବିଷୟକୁ ଆମ୍ଭେ ଆଜ୍ଞା ଦେଇଅଛୁ।