Isaiah 45:13 — Compare Translations

5 translations compared side by side

Odia - 1840
"ଆମ୍ଭେ ତାଙ୍କୁ ଭଲ କାର୍ୟ୍ଯ ଉଦ୍ଦେଶ୍ଯ ରେ ଜାଗରିତ କରୁ, ସେ ଆମ୍ଭର ନଗର ନିର୍ମାଣ କରିବ। ସେ ଆମ୍ଭର ନିର୍ବାସିତ ଲୋକମାନଙ୍କୁ ମୁକ୍ତ କରିବ। ସେଥିପାଇଁ ସେ କୌଣସି ମୂଲ୍ଯ ବା ପୁରସ୍କାର ଆମ୍ଭଠାରୁ ନବେ ନାହିଁ। ସର୍ବଶକ୍ତିମାନ ସଦାପ୍ରଭୁ ଏହି କଥା କୁହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଧର୍ମରେ ତାହାକୁ ଉତ୍ପନ୍ନ କରିଅଛୁ ଓ ଆମ୍ଭେ ତାହାର ସକଳ ପଥ ସରଳ କରିବା; ସେ ଆମ୍ଭର ନଗର ନିର୍ମାଣ କରିବ ଓ ସେ ଆମ୍ଭର ନିର୍ବାସିତ ଲୋକମାନଙ୍କୁ ଛାଡ଼ି ଦେବ, ମୂଲ୍ୟ ନିମନ୍ତେ କିଅବା ପୁରସ୍କାର ନିମନ୍ତେ ନୁହେଁ ⇧, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ତାଙ୍କୁ ଭଲ କାର୍ଯ୍ୟ ଉଦ୍ଦେଶ୍ୟରେ ଜାଗରିତ କରୁ, ସେ ଆମ୍ଭର ନଗର ନିର୍ମାଣ କରିବ। ସେ ଆମ୍ଭର ନିର୍ବାସିତ ଲୋକମାନଙ୍କୁ ମୁକ୍ତ କରିବ। ସେଥିପାଇଁ ସେ କୌଣସି ମୂଲ୍ୟ ବା ପୁରସ୍କାର ଆମ୍ଭଠାରୁ ନେବ ନାହିଁ।” ସର୍ବଶକ୍ତିମାନ ସଦାପ୍ରଭୁ ଏହି କଥା କୁହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ଧର୍ମରେ ତାହାକୁ ଉତ୍ପନ୍ନ କରିଅଛୁ ଓ ଆମ୍ଭେ ତାହାର ସକଳ ପଥ ସରଳ କରିବା; ସେ ଆମ୍ଭର ନଗର ନିର୍ମାଣ କରିବ ଓ ସେ ଆମ୍ଭର ନିର୍ବାସିତ ଲୋକମାନଙ୍କୁ ଛାଡ଼ିଦେବ, ମୂଲ୍ୟ ନିମନ୍ତେ କିଅବା ପୁରସ୍କାର ନିମନ୍ତେ ନୁହେଁ,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ଧର୍ମରେ ତାହାକୁ ଉତ୍ପନ୍ନ କରିଅଛୁ ଓ ଆମ୍ଭେ ତାହାର ସକଳ ପଥ ସରଳ କରିବା; ସେ ଆମ୍ଭର ନଗର ନିର୍ମାଣ କରିବ ଓ ସେ ଆମ୍ଭର ନିର୍ବାସିତ ଲୋକମାନଙ୍କୁ ଛାଡ଼ି ଦେବ, ମୂଲ୍ୟ ନିମନ୍ତେ କିଅବା ପୁରସ୍କାର ନିମନ୍ତେ ନୁହେଁ,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।