Isaiah 45:14 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ କୁହନ୍ତି, ମିଶରର ସମ୍ପଦ, କୂଶର ବାଣିଜ୍ଯର ଲାଭ ଓ ଦୀର୍ଘକାଯ ସବାଯୀଯମାନେ ତୁମ୍ଭ ନିକଟକୁ ଆସିବେ ଓ ତୁମ୍ଭର ହବେେ। ସମାନେେ ତୁମ୍ଭର ଅନୁସରଣ କରିବେ। ସମାନେେ ହସ୍ତ ରେ ଶୃଙ୍ଖଳାବଦ୍ଧ ହାଇେ ଆସିବେ, ପୁଣି ସମାନେେ ତୁମ୍ଭକୁ ପ୍ରଣାମ କରିବେ ଓ ନିବଦନେ କରି କହିବେ, ପ୍ରକୃତ ରେ ଇଶ୍ରାୟେଲର ପରମେଶ୍ବର ତୁମ୍ଭ ମଧିଅରେ ଅଛନ୍ତି, ତାଙ୍କ ବିନା ଆଉ କହେି ପରମେଶ୍ବର ନାହାଁନ୍ତି ଓ ତାଙ୍କ ବ୍ଯତୀତ ଆଉ କହେି ମଧ୍ଯ ନାହାଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଏହି କଥା କହନ୍ତି, ମିସରର ପରିଶ୍ରମର ଓ କୂଶର ବାଣିଜ୍ୟର ଫଳ ଓ ଦୀର୍ଘକାୟ ସବାୟୀୟମାନେ ତୁମ୍ଭ ନିକଟକୁ ଆସିବେ ଓ ତୁମ୍ଭର ହେବେ; ସେମାନେ ତୁମ୍ଭର ପଶ୍ଚାଦ୍ଗାମୀ ହେବେ; ଶୃଙ୍ଖଲରେ ଆବଦ୍ଧ ହୋଇ ସେମାନେ ଆସିବେ; ପୁଣି, ସେମାନେ ତୁମ୍ଭକୁ ପ୍ରଣାମ କରିବେ ଓ ନିବେଦନ କରି କହିବେ, ନିଶ୍ଚୟ ପରମେଶ୍ଵର ତୁମ୍ଭ ମଧ୍ୟରେ ଅଛନ୍ତି; ତାହାଙ୍କ ବିନୁ ଆଉ କେହି ନାହିଁ, ଆଉ କେହି ପରମେଶ୍ଵର ନାହାନ୍ତି ⇧।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କୁହନ୍ତି, “ମିଶରର ସମ୍ପଦ, କୂଶର ବାଣିଜ୍ୟର ଲାଭ ଓ ଦୀର୍ଘକାୟ ସବାୟୀୟମାନେ ତୁମ୍ଭ ନିକଟକୁ ଆସିବେ ଓ ତୁମ୍ଭର ହେବେ। ସେମାନେ ତୁମ୍ଭର ଅନୁସରଣ କରିବେ। ସେମାନେ ହସ୍ତରେ ଶୃଙ୍ଖଳାବଦ୍ଧ ହୋଇ ଆସିବେ, ପୁଣି ସେମାନେ ତୁମ୍ଭକୁ ପ୍ରଣାମ କରିବେ ଓ ନିବେଦନ କରି କହିବେ, ‘ପ୍ରକୃତରେ ଇସ୍ରାଏଲର ପରମେଶ୍ୱର ତୁମ୍ଭ ମଧ୍ୟରେ ଅଛନ୍ତି, ତାଙ୍କ ବିନା ଆଉ କେହି ପରମେଶ୍ୱର ନାହାନ୍ତି ଓ ତାଙ୍କ ବ୍ୟତୀତ ଆଉ କେହି ମଧ୍ୟ ନାହାନ୍ତି।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଏହି କଥା କହନ୍ତି, “ମିସରର ପରିଶ୍ରମର, କୂଶର ବାଣିଜ୍ୟର ଫଳ ଓ ଦୀର୍ଘକାୟ ସବାୟୀୟମାନେ ତୁମ୍ଭ ନିକଟକୁ ଆସିବେ ଓ ତୁମ୍ଭର ହେବେ; ସେମାନେ ତୁମ୍ଭର ପଶ୍ଚାଦ୍‍ଗାମୀ ହେବେ; ଶୃଙ୍ଖଳରେ ଆବଦ୍ଧ ହୋଇ ସେମାନେ ଆସିବେ; ପୁଣି, ସେମାନେ ତୁମ୍ଭକୁ ପ୍ରଣାମ କରିବେ ଓ ନିବେଦନ କରି କହିବେ, ‘ନିଶ୍ଚୟ ପରମେଶ୍ୱର ତୁମ୍ଭ ମଧ୍ୟରେ ଅଛନ୍ତି; ତାହାଙ୍କ ବିନୁ ଆଉ କେହି ନାହିଁ, ଆଉ କେହି ପରମେଶ୍ୱର ନାହାନ୍ତି।’”
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଏହି କଥା କହନ୍ତି, “ମିସରର ପରିଶ୍ରମର, କୂଶର ବାଣିଜ୍ୟର ଫଳ ଓ ଦୀର୍ଘକାୟ ସବାୟୀୟମାନେ ତୁମ୍ଭ ନିକଟକୁ ଆସିବେ ଓ ତୁମ୍ଭର ହେବେ; ସେମାନେ ତୁମ୍ଭର ପଶ୍ଚାଦ୍‍ଗାମୀ ହେବେ; ଶୃଙ୍ଖଳରେ ଆବଦ୍ଧ ହୋଇ ସେମାନେ ଆସିବେ; ପୁଣି, ସେମାନେ ତୁମ୍ଭକୁ ପ୍ରଣାମ କରିବେ ଓ ନିବେଦନ କରି କହିବେ, ନିଶ୍ଚୟ ପରମେଶ୍ୱର ତୁମ୍ଭ ମଧ୍ୟରେ ଅଛନ୍ତି; ତାହାଙ୍କ ବିନୁ ଆଉ କେହି ନାହିଁ, ଆଉ କେହି ପରମେଶ୍ୱର ନାହାନ୍ତି।”