Isaiah 45:15 — Compare Translations

5 translations compared side by side

Odia - 1840
"ହେ ତ୍ରାଣକର୍ତ୍ତା, ଇଶ୍ରାୟେଲର ପରମେଶ୍ବର, ତୁମ୍ଭେ ନିଶ୍ଚଯ ଆତ୍ମା ଗୋପନକାରୀ ପରମେଶ୍ବର ଅଟ।,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ତ୍ରାଣକର୍ତ୍ତା, ଇସ୍ରାଏଲର ପରମେଶ୍ଵର, ତୁମ୍ଭେ ନିଶ୍ଚୟ ଆତ୍ମଗୋପନକାରୀ ପରମେଶ୍ଵର ଅଟ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ତ୍ରାଣକର୍ତ୍ତା, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ନିଶ୍ଚୟ ଆତ୍ମା ଗୋପନକାରୀ ପରମେଶ୍ୱର ଅଟ।,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ତ୍ରାଣକର୍ତ୍ତା, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ନିଶ୍ଚୟ ଆତ୍ମଗୋପନକାରୀ ପରମେଶ୍ୱର ଅଟ।
Odia IRV 2017 (ଓଡିଆ ବାଇବେଲ)
ହେ ତ୍ରାଣକର୍ତ୍ତା, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ନିଶ୍ଚୟ ଆତ୍ମଗୋପନକାରୀ ପରମେଶ୍ୱର ଅଟ।