Isaiah 45:16 — Compare Translations
5 translations compared side by side
Odia - 1840
"ସମାନେେ ସମସ୍ତେ ଲଜ୍ଜିତ ଓ ଲାଞ୍ଚିତ ହବେେ। ପ୍ରତିମା ନିର୍ମାଣକାରୀ ସମସ୍ତେ ଏକା ସଙ୍ଗେ ଅପମାନିତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଲଜ୍ଜିତ ହେବେ, ହଁ, ସେସମସ୍ତେ ଘାବରା ହେବେ; ପ୍ରତିମା ନିର୍ମାଣକାରୀ ସମସ୍ତେ ଏକାସଙ୍ଗେ ଅପମାନଗ୍ରସ୍ତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ସମସ୍ତେ ଲଜ୍ଜିତ ଓ ଲାଞ୍ଚିତ ହେବେ। ପ୍ରତିମା ନିର୍ମାଣକାରୀ ସମସ୍ତେ ଏକା ସଙ୍ଗେ ଅପମାନିତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଲଜ୍ଜିତ ହେବେ, ହଁ, ସେମାନେ ସମସ୍ତେ ବିବ୍ରତ ହେବେ; ପ୍ରତିମା ନିର୍ମାଣକାରୀ ସମସ୍ତେ ଏକାସଙ୍ଗେ ଅପମାନଗ୍ରସ୍ତ ହେବେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଲଜ୍ଜିତ ହେବେ, ହଁ, ସେମାନେ ସମସ୍ତେ ବିବ୍ରତ ହେବେ; ପ୍ରତିମା ନିର୍ମାଣକାରୀ ସମସ୍ତେ ଏକାସଙ୍ଗେ ଅପମାନଗ୍ରସ୍ତ ହେବେ।