Isaiah 45:17 — Compare Translations
5 translations compared side by side
Odia - 1840
"ମାତ୍ର ଇଶ୍ରାୟେଲ ସଦାପ୍ରଭୁଙ୍କ ଦ୍ବାରା ଅନନ୍ତକାଳସ୍ଥାଯୀ ପରିତ୍ରାଣ ପାଇବ; ତୁମ୍ଭମାନେେ ୟୁଗ ୟୁଗାନ୍ତ ୟାଏ ଲଜ୍ଜିତ କିମ୍ବା ବିବ୍ରତ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଇସ୍ରାଏଲ, ସଦାପ୍ରଭୁଙ୍କ ଦ୍ଵାରା ଅନନ୍ତକାଳସ୍ଥାୟୀ ପରିତ୍ରାଣ ପ୍ରାପ୍ତ ହେବ; ତୁମ୍ଭେମାନେ ଯୁଗଯୁଗାନ୍ତଯାଏ ଲଜ୍ଜିତ କିଅବା ଘାବରା ହେବ ନାହିଁ ⇧।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଇସ୍ରାଏଲ ସଦାପ୍ରଭୁଙ୍କ ଦ୍ୱାରା ଅନନ୍ତକାଳସ୍ଥାୟୀ ପରିତ୍ରାଣ ପାଇବ; ତୁମ୍ଭେମାନେ ଯୁଗ ଯୁଗାନ୍ତ ଯାଏ ଲଜ୍ଜିତ କିମ୍ବା ବିବ୍ରତ ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଇସ୍ରାଏଲ, ସଦାପ୍ରଭୁଙ୍କ ଦ୍ୱାରା ଅନନ୍ତକାଳସ୍ଥାୟୀ ପରିତ୍ରାଣ ପ୍ରାପ୍ତ ହେବ; ତୁମ୍ଭେମାନେ ଯୁଗଯୁଗାନ୍ତ ପର୍ଯ୍ୟନ୍ତ ଲଜ୍ଜିତ କିଅବା ବିବ୍ରତ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଇସ୍ରାଏଲ, ସଦାପ୍ରଭୁଙ୍କ ଦ୍ୱାରା ଅନନ୍ତକାଳସ୍ଥାୟୀ ପରିତ୍ରାଣ ପ୍ରାପ୍ତ ହେବ; ତୁମ୍ଭେମାନେ ଯୁଗଯୁଗାନ୍ତ ପର୍ଯ୍ୟନ୍ତ ଲଜ୍ଜିତ କିଅବା ବିବ୍ରତ ହେବ ନାହିଁ।