Isaiah 45:18 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ହିଁ ପରମେଶ୍ବର, ସେ ଆକାଶମଣ୍ଡଳର ସୃଷ୍ଟିକର୍ତ୍ତା, ସେ ପୃଥିବୀର ମଧ୍ଯ ନିର୍ମାଣକାରୀ, ସେ ଏହାକୁ ସ୍ଥାପନ କଲେ, ସେ ତାକୁ ଶୂନ୍ଯପରି ସୃଷ୍ଟି କଲେ ନାହିଁ। ସେ ତାକୁ ବସତି ପାଇଁ ସ୍ଥାପନ କଲେ। ତେଣୁ ତାଙ୍କ ବିନା ଅନ୍ୟ ପରମେଶ୍ବର କହେି ନାହାଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆକାଶମଣ୍ତଳର ସୃଷ୍ଟିକର୍ତ୍ତା ସଦାପ୍ରଭୁ ଏରୂପ କହନ୍ତି; ସେ ପରମେଶ୍ଵର ଅଟନ୍ତି; ସେ ପୃଥିବୀକି ନିର୍ମାଣ କରି ପ୍ରସ୍ତୁତ କଲେ; ସେ ତାହା ସ୍ଥାପନ କଲେ, ସେ ତାହା ଶୂନ୍ୟ କରି ସୃଷ୍ଟି ନ କରି ବସତି ସ୍ଥାନ ହେବା ପାଇଁ ନିର୍ମାଣ କଲେ, ଆମ୍ଭେ ସଦାପ୍ରଭୁ, ଆଉ ଦ୍ଵିତୀୟ କେହି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ହିଁ ପରମେଶ୍ୱର, ସେ ଆକାଶମଣ୍ଡଳର ସୃଷ୍ଟିକର୍ତ୍ତା, ସେ ପୃଥିବୀର ମଧ୍ୟ ନିର୍ମାଣକାରୀ, ସେ ଏହାକୁ ସ୍ଥାପନ କଲେ, ସେ ତାକୁ ଶୂନ୍ୟପରି ସୃଷ୍ଟି କଲେ ନାହିଁ। ସେ ତାକୁ ବସତି ପାଇଁ ସ୍ଥାପନ କଲେ। “ତେଣୁ ତାଙ୍କ ବିନା ଅନ୍ୟ ପରମେଶ୍ୱର କେହି ନାହାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ, ଆକାଶମଣ୍ଡଳର ସୃଷ୍ଟିକର୍ତ୍ତା ସଦାପ୍ରଭୁ ଏହିପରି କହନ୍ତି; “ସେ ପରମେଶ୍ୱର ଅଟନ୍ତି; ସେ ପୃଥିବୀକୁ ନିର୍ମାଣ କରି ପ୍ରସ୍ତୁତ କଲେ; ସେ ତାହା ସ୍ଥାପନ କଲେ, ସେ ତାହା ଶୂନ୍ୟ କରି ସୃଷ୍ଟି ନ କରି ବସତି ସ୍ଥାନ ହେବା ପାଇଁ ନିର୍ମାଣ କଲେ, ଆମ୍ଭେ ସଦାପ୍ରଭୁ, ଆଉ ଦ୍ୱିତୀୟ କେହି ନାହିଁ।
Odia IRV 2017 (ଓଡିଆ ବାଇବେଲ)
କାରଣ, ଆକାଶମଣ୍ଡଳର ସୃଷ୍ଟିକର୍ତ୍ତା ସଦାପ୍ରଭୁ ଏହିପରି କହନ୍ତି; ସେ ପରମେଶ୍ୱର ଅଟନ୍ତି; ସେ ପୃଥିବୀକୁ ନିର୍ମାଣ କରି ପ୍ରସ୍ତୁତ କଲେ; ସେ ତାହା ସ୍ଥାପନ କଲେ, ସେ ତାହା ଶୂନ୍ୟ କରି ସୃଷ୍ଟି ନ କରି ବସତି ସ୍ଥାନ ହେବା ପାଇଁ ନିର୍ମାଣ କଲେ, ଆମ୍ଭେ ସଦାପ୍ରଭୁ, ଆଉ ଦ୍ୱିତୀୟ କେହି ନାହିଁ।