Isaiah 45:19 — Compare Translations
5 translations compared side by side
Odia - 1840
"ଆମ୍ଭେ ଗୋପନ ରେ କରି ନାହୁଁ କିମ୍ବା ଅନ୍ଧକାରମଯ ଦେଶର କୌଣସି ସ୍ଥାନ ରେ କହି ନାହୁଁ। ଏହା ଆମ୍ଭେ ଯାକୁବ ପରିବାରକୁ କହି ନାହୁଁ; ତୁମ୍ଭେ ମାେତେ ନଗଣ୍ଯ ଭାବରେ ଅନୁସରଣ କର। ମୁଁ ସଦାପ୍ରଭୁ, ମୁଁ ସତ୍ଯ କ ହେ, ମୁଁ ନ୍ଯାଯ କ ହେ ଏବଂ ସରଳ କଥା କ ହେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଗୋପନରେ ଅନ୍ଧକାରମୟ ଦେଶର କୌଣସି ସ୍ଥାନରେ କହି ନାହୁଁ; ତୁମ୍ଭେମାନେ ବୃଥାରେ ଆମ୍ଭର ଅନ୍ଵେଷଣ କର, ଏହା ଆମ୍ଭେ ଯାକୁବ ବଂଶକୁ କହି ନାହୁଁ, ଆମ୍ଭେ ସଦାପ୍ରଭୁ ଧର୍ମବାଦୀ, ଆମ୍ଭେ ସରଳ କଥା ପ୍ରକାଶ କରୁ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଗୋପନରେ କହି ନାହୁଁ କିମ୍ବା ଅନ୍ଧକାରମୟ ଦେଶର କୌଣସି ସ୍ଥାନରେ କହି ନାହୁଁ। ଏହା ଆମ୍ଭେ ଯାକୁବ ପରିବାରକୁ କହି ନାହୁଁ; ତୁମ୍ଭେ ମୋତେ ନଗଣ୍ୟ ଭାବରେ ଅନୁସରଣ କର। ମୁଁ ସଦାପ୍ରଭୁ, ମୁଁ ସତ୍ୟ କହେ, ମୁଁ ନ୍ୟାୟ କହେ ଏବଂ ସରଳ କଥା କହେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ଗୋପନରେ ଅନ୍ଧକାରମୟ ଦେଶର କୌଣସି ସ୍ଥାନରେ କହି ନାହୁଁ; ‘ତୁମ୍ଭେମାନେ ବୃଥାରେ ଆମ୍ଭର ଅନ୍ୱେଷଣ କର,’ ଏହା ଆମ୍ଭେ ଯାକୁବ ବଂଶକୁ କହି ନାହୁଁ, ଆମ୍ଭେ ସଦାପ୍ରଭୁ ଧର୍ମବାଦୀ, ଆମ୍ଭେ ସଠିକ୍ କଥା ପ୍ରକାଶ କରୁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ଗୋପନରେ ଅନ୍ଧକାରମୟ ଦେଶର କୌଣସି ସ୍ଥାନରେ କହି ନାହୁଁ; ତୁମ୍ଭେମାନେ ବୃଥାରେ ଆମ୍ଭର ଅନ୍ୱେଷଣ କର, ଏହା ଆମ୍ଭେ ଯାକୁବ ବଂଶକୁ କହି ନାହୁଁ, ଆମ୍ଭେ ସଦାପ୍ରଭୁ ଧର୍ମବାଦୀ, ଆମ୍ଭେ ସଠିକ୍ କଥା ପ୍ରକାଶ କରୁ।