Isaiah 45:2 — Compare Translations

5 translations compared side by side

Odia - 1840
" ହେ କୋରସ୍, ଆମ୍ଭେ ତୁମ୍ଭ ଆଗେ ଆଗେ ୟିବା, ଉଚ୍ଚସ୍ଥାନକୁ ସମାନ କରିବା, ବ୍ରୋଞ୍ଜର କବାଟସବୁ ଭାଙ୍ଗି ପକାଇବା ଲୌହ ଅର୍ଗଳସବୁ କାଟି ପକାଇବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ତୁମ୍ଭର ଆଗେ ଆଗେ ଗମନ କରିବା, ରଗଡ଼ା ସ୍ଥାନସବୁ ସମାନ କରିବା; ଆମ୍ଭେ ପିତ୍ତଳର କବାଟସବୁ ଭାଙ୍ଗି ଖଣ୍ତ ଖଣ୍ତ କରିବା ଓ ଲୌହ ଅର୍ଗଳସବୁ କାଟି ପକାଇବା;
Odia Bible ERV 2004 (ପବିତ୍ର ବାଇବଲ)
ହେ କୋରସ୍, ଆମ୍ଭେ ତୁମ୍ଭ ଆଗେ ଆଗେ ଯିବା, ଉଚ୍ଚସ୍ଥାନକୁ ସମାନ କରିବା, ବ୍ରୋଞ୍ଜର କବାଟସବୁ ଭାଙ୍ଗି ପକାଇବା ଲୌହ ଅର୍ଗଳସବୁ କାଟି ପକାଇବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଆମ୍ଭେ ତୁମ୍ଭର ଆଗେ ଆଗେ ଗମନ କରିବା, ରଗଡ଼ା ସ୍ଥାନସବୁ ସମାନ କରିବା; ଆମ୍ଭେ ପିତ୍ତଳର କବାଟସବୁ ଭାଙ୍ଗି ଖଣ୍ଡ ଖଣ୍ଡ କରିବା ଓ ଲୌହ ଅର୍ଗଳସବୁ କାଟି ପକାଇବା;
Odia IRV 2017 (ଓଡିଆ ବାଇବେଲ)
“ଆମ୍ଭେ ତୁମ୍ଭର ଆଗେ ଆଗେ ଗମନ କରିବା, ରଗଡ଼ା ସ୍ଥାନ ସବୁ ସମାନ କରିବା; ଆମ୍ଭେ ପିତ୍ତଳର କବାଟସବୁ ଭାଙ୍ଗି ଖଣ୍ଡ ଖଣ୍ଡ କରିବା ଓ ଲୌହ ଅର୍ଗଳସବୁ କାଟି ପକାଇବା;