Isaiah 45:20 — Compare Translations

5 translations compared side by side

Odia - 1840
" ହେ ନାନା ଦେଶୀଯ ରକ୍ଷାପ୍ରାପ୍ତ ଲୋକମାନେ, ତୁମ୍ଭମାନେେ ଏକତ୍ରୀତ ହାଇେ ଆସ। ଏକ ସଙ୍ଗେ ନିକଟକୁ ଆସ। ଯେଉଁମାନେ ନିଜର ଖାଦେିତ ପ୍ରତିମାର କାଠ ବହନ କରି ବୁଲନ୍ତି ଓ ପରିତ୍ରାଣ କରିବାକୁ ଅସମର୍ଥ ଦବେତା ନିକଟରେ ପ୍ରାର୍ଥନା କରନ୍ତି, ସମାନଙ୍କେର କିଛି ଜ୍ଞାନ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ନାନା ଗୋଷ୍ଠୀ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକ-ମାନେ, ତୁମ୍ଭେମାନେ ଏକତ୍ର ହୋଇ ଆସ, ଏକ ସଙ୍ଗେ ନିକଟକୁ ଆସ; ଯେଉଁମାନେ ଆପଣାମାନଙ୍କ ଖୋଦିତ ପ୍ରତିମାର କାଷ୍ଠ ବହି ବୁଲନ୍ତି ଓ ପରିତ୍ରାଣ କରିବାକୁ ଅସମର୍ଥ ଦେବତା ନିକଟରେ ପ୍ରାର୍ଥନା କରନ୍ତି, ସେମାନଙ୍କର କିଛି ଜ୍ଞାନ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
The Lord Proves He Is the Only God “ହେ ନାନା ଦେଶୀୟ ରକ୍ଷାପ୍ରାପ୍ତ ଲୋକମାନେ, ତୁମ୍ଭେମାନେ ଏକତ୍ରିତ ହୋଇ ଆସ। ଏକ ସଙ୍ଗେ ନିକଟକୁ ଆସ। ଯେଉଁମାନେ ନିଜର ଖୋଦିତ ପ୍ରତିମାର କାଠ ବହନ କରି ବୁଲନ୍ତି ଓ ପରିତ୍ରାଣ କରିବାକୁ ଅସମର୍ଥ ଦେବତା ନିକଟରେ ପ୍ରାର୍ଥନା କରନ୍ତି, ସେମାନଙ୍କର କିଛି ଜ୍ଞାନ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ନାନା ଗୋଷ୍ଠୀ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକମାନେ, ତୁମ୍ଭେମାନେ ଏକତ୍ର ହୋଇ ଆସ, ଏକ ସଙ୍ଗେ ନିକଟକୁ ଆସ; ଯେଉଁମାନେ ଆପଣାମାନଙ୍କ ଖୋଦିତ ପ୍ରତିମାର କାଷ୍ଠ ବୋହି ବୁଲନ୍ତି ଓ ପରିତ୍ରାଣ କରିବାକୁ ଅସମର୍ଥ ଦେବତା ନିକଟରେ ପ୍ରାର୍ଥନା କରନ୍ତି, ସେମାନଙ୍କର କିଛି ଜ୍ଞାନ ନାହିଁ।
Odia IRV 2017 (ଓଡିଆ ବାଇବେଲ)