Isaiah 45:21 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ଆସ ଓ ତାହା ଉପସ୍ଥିତ କର; ସମାନେେ ପରସ୍ପର ମନ୍ତ୍ରଣା କରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ପ୍ରକାଶ କର ଓ ତାହା ଉପସ୍ଥିତ କର; ହଁ, ସେମାନେ ପରସ୍ପର ମନ୍ତ୍ରଣା କରନ୍ତୁ; ପୂର୍ବ କାଳରୁ କିଏ ଏହା ଜଣାଇଅଛି? ପୁରାତନ କାଳରୁ କିଏ ଏହା ପ୍ରକାଶ କରିଅଛି? ଆମ୍ଭେ ସଦାପ୍ରଭୁ କି ଏହା କରି ନାହୁଁ? ଆମ୍ଭ ଛଡ଼ା ଅନ୍ୟ ପରମେଶ୍ଵର ନାହିଁ, ଆମ୍ଭେ ଧର୍ମଶୀଳ ପରମେଶ୍ଵର ଓ ତ୍ରାଣକର୍ତ୍ତା; ଆମ୍ଭ ଛଡ଼ା ଆଉ କେହି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଆସ ଓ ତାହା ଉପସ୍ଥିତ କର; ସେମାନେ ପରସ୍ପର ମନ୍ତ୍ରଣା କରନ୍ତୁ। ବହୁକାଳରୁ “କିଏ ଏହା ଜଣାଇ ଅଛି? ପୁରାତନ କାଳରୁ କିଏ ଏହା ପ୍ରକାଶ କରିଅଛି? ଆମ୍ଭେ ସଦାପ୍ରଭୁ କ’ଣ ଏହା କରି ନାହୁଁ? ଆମ୍ଭ ଛଡ଼ା ଅନ୍ୟ ପରମେଶ୍ୱର ନାହାନ୍ତି। ଆମ୍ଭେ ଧର୍ମଗୀତ ପରମେଶ୍ୱର ଓ ତ୍ରାଣକର୍ତ୍ତା, ଆମ୍ଭ ଛଡ଼ା ଆଉ କେହି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ପ୍ରକାଶ କର ଓ ତାହା ଉପସ୍ଥିତ କର; ହଁ, ସେମାନେ ପରସ୍ପର ମନ୍ତ୍ରଣା କରନ୍ତୁ; ପୂର୍ବକାଳରୁ କିଏ ଏହା ଜଣାଇଅଛି? ପୁରାତନ କାଳରୁ କିଏ ଏହା ପ୍ରକାଶ କରିଅଛି? ଆମ୍ଭେ ସଦାପ୍ରଭୁ କି ଏହା କରି ନାହୁଁ? ଆମ୍ଭ ଛଡ଼ା ଅନ୍ୟ ପରମେଶ୍ୱର ନାହିଁ, ଆମ୍ଭେ ଧର୍ମଶୀଳ ପରମେଶ୍ୱର ଓ ତ୍ରାଣକର୍ତ୍ତା; ଆମ୍ଭ ଛଡ଼ା ଆଉ କେହି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ପ୍ରକାଶ କର ଓ ତାହା ଉପସ୍ଥିତ କର; ହଁ, ସେମାନେ ପରସ୍ପର ମନ୍ତ୍ରଣା କରନ୍ତୁ; ପୂର୍ବ କାଳରୁ କିଏ ଏହା ଜଣାଇଅଛି? ପୁରାତନ କାଳରୁ କିଏ ଏହା ପ୍ରକାଶ କରିଅଛି? ଆମ୍ଭେ ସଦାପ୍ରଭୁ କି ଏହା କରି ନାହୁଁ? ଆମ୍ଭ ଛଡ଼ା ଅନ୍ୟ ପରମେଶ୍ୱର ନାହିଁ, ଆମ୍ଭେ ଧର୍ମଶୀଳ ପରମେଶ୍ୱର ଓ ତ୍ରାଣକର୍ତ୍ତା; ଆମ୍ଭ ଛଡ଼ା ଆଉ କେହି ନାହିଁ।