Isaiah 45:22 — Compare Translations

5 translations compared side by side

Odia - 1840
"ହେ ପୃଥିବୀ ପ୍ରାନ୍ତସ୍ଥ ସମସ୍ତ ଲୋକ, ତୁମ୍ଭମାନେେ ଆମ୍ଭପ୍ରତି ଦୃଷ୍ଟି କର ଓ ପରିତ୍ରାଣ ପ୍ରାପ୍ତ ହୁଅ। କାରଣ ଆମ୍ଭେ ପରମେଶ୍ବର ଓ ଆମ୍ଭ ଛଡ଼ା ଅନ୍ୟ ପରମେଶ୍ବର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ, ତୁମ୍ଭେମାନେ ଆମ୍ଭ ପ୍ରତି ଅନାଇ ପରିତ୍ରାଣ ପ୍ରାପ୍ତ ହୁଅ; କାରଣ ଆମ୍ଭେ ପରମେଶ୍ଵର, ଆମ୍ଭ ଛଡ଼ା ଦ୍ଵିତୀୟ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପୃଥିବୀ ପ୍ରାନ୍ତସ୍ଥ ସମସ୍ତ ଲୋକ, ତୁମ୍ଭେମାନେ ଆମ୍ଭ ପ୍ରତି ଦୃଷ୍ଟି କର ଓ ପରିତ୍ରାଣ ପ୍ରାପ୍ତ ହୁଅ। କାରଣ ଆମ୍ଭେ ପରମେଶ୍ୱର ଓ ଆମ୍ଭ ଛଡ଼ା ଅନ୍ୟ ପରମେଶ୍ୱର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ, ତୁମ୍ଭେମାନେ ଆମ୍ଭ ପ୍ରତି ଅନାଇ ପରିତ୍ରାଣ ପ୍ରାପ୍ତ ହୁଅ; କାରଣ ଆମ୍ଭେ ପରମେଶ୍ୱର, ଆମ୍ଭ ଛଡ଼ା ଦ୍ୱିତୀୟ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ହେ ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ, ତୁମ୍ଭେମାନେ ଆମ୍ଭ ପ୍ରତି ଅନାଇ ପରିତ୍ରାଣ ପ୍ରାପ୍ତ ହୁଅ; କାରଣ ଆମ୍ଭେ ପରମେଶ୍ୱର, ଆମ୍ଭ ଛଡ଼ା ଦ୍ୱିତୀୟ ନାହିଁ।