Isaiah 45:23 — Compare Translations

5 translations compared side by side

Odia - 1840
"ଆମ୍ଭେ ଆପଣା ନାମ ଦଇେ ଶପଥ କରିଅଛୁ ଓ ଯେଉଁ ଧର୍ମମଯବାଣୀ ଆମ୍ଭ ମୁଖରୁ ନିର୍ଗତ ହାଇେଛି, ତାହା ଅନ୍ୟଥା ହବେ ନାହିଁ। ଆମ୍ଭ ସମ୍ମୁଖ ରେ ପ୍ରେତ୍ୟକକ ନତଜାନୁ ହବେେ ଓ ପ୍ରେତ୍ୟକକ ଜିହ୍ବା ଶପଥ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଆପଣା ନାମ ନେଇ ଶପଥ କରିଅଛୁ ଓ ଧର୍ମମୟ ବାକ୍ୟ ଆମ୍ଭ ମୁଖରୁ ନିର୍ଗତ ହୋଇଅଛି, ତାହା ଅନ୍ୟଥା ନୋହିବ, ଆମ୍ଭ ଛାମୁରେ ପ୍ରତ୍ୟେକ ଆଣ୍ଠୁ ନତ ହେବ, ପ୍ରତ୍ୟେକ ଜିହ୍ଵା ଶପଥ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“ଆମ୍ଭେ ଆପଣା ନାମ ଦେଇ ଶପଥ କରିଅଛୁ ଓ ଯେଉଁ ଧର୍ମମୟବାଣୀ ଆମ୍ଭ ମୁଖରୁ ନିର୍ଗତ ହୋଇଛି, ତାହା ଅନ୍ୟଥା ହେବ ନାହିଁ। ଆମ୍ଭ ସମ୍ମୁଖରେ ପ୍ରତ୍ୟେକ ଜାନୁ ନତ ହେବେ ଓ ପ୍ରତ୍ୟେକ ଜିହ୍ୱା ଶପଥ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ଆପଣା ନାମ ନେଇ ଶପଥ କରିଅଛୁ ଓ ଧର୍ମମୟ ବାକ୍ୟ ଆମ୍ଭ ମୁଖରୁ ନିର୍ଗତ ହୋଇଅଛି, ତାହା ଅନ୍ୟଥା ହେବ ନାହିଁ, ‘ଆମ୍ଭ ଛାମୁରେ ପ୍ରତ୍ୟେକ ଆଣ୍ଠୁ ନତ ହେବ, ପ୍ରତ୍ୟେକ ଜିହ୍ୱା ଶପଥ କରିବ।’
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ଆପଣା ନାମ ନେଇ ଶପଥ କରିଅଛୁ ଓ ଧର୍ମମୟ ବାକ୍ୟ ଆମ୍ଭ ମୁଖରୁ ନିର୍ଗତ ହୋଇଅଛି, ତାହା ଅନ୍ୟଥା ହେବ ନାହିଁ, ଆମ୍ଭ ଛାମୁରେ ପ୍ରତ୍ୟେକ ଆଣ୍ଠୁ ନତ ହେବ, ପ୍ରତ୍ୟେକ ଜିହ୍ୱା ଶପଥ କରିବ।