Isaiah 45:24 — Compare Translations

5 translations compared side by side

Odia - 1840
"ତାହା ହେଲେ ଲୋକେ କହିବେ, କବଳେ ସଦାପ୍ରଭୁଙ୍କଠା ରେ ଧାର୍ମିକତା ଓ ଶକ୍ତି ଅଛି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଲୋକେ ଆମ୍ଭ ଉଦ୍ଦେଶ୍ୟରେ କହିବେ, କେବଳ ସଦାପ୍ରଭୁଙ୍କଠାରେ ଧାର୍ମିକତା ଓ ଶକ୍ତି ଅଛି; ତାହାଙ୍କ ନିକଟକୁ ଲୋକମାନେ ଆସିବେ, ପୁଣି ଯେଉଁମାନେ ତାହାଙ୍କ ପ୍ରତି ବିରକ୍ତ ହୋଇଥିଲେ, ସେସମସ୍ତେ ଲଜ୍ଜିତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ତାହାହେଲେ ଲୋକେ କହିବେ, ‘କେବଳ ସଦାପ୍ରଭୁଙ୍କଠାରେ ଧାର୍ମିକତା ଓ ଶକ୍ତି ଅଛି।’” ତାଙ୍କ ନିକଟକୁ ସେମାନେ ଆସିବେ। ଯେଉଁମାନେ ତାଙ୍କ ଉପରେ କ୍ରୋଧ କରିଥିଲେ, ସେମାନେ ସମସ୍ତେ ଲଜ୍ଜିତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଲୋକେ ଆମ୍ଭ ଉଦ୍ଦେଶ୍ୟରେ କହିବେ, କେବଳ ସଦାପ୍ରଭୁଙ୍କଠାରେ ଧାର୍ମିକତା ଓ ଶକ୍ତି ଅଛି। ତାହାଙ୍କ ନିକଟକୁ ଲୋକମାନେ ଆସିବେ, ପୁଣି ଯେଉଁମାନେ ତାହାଙ୍କ ପ୍ରତି ବିରକ୍ତ ହୋଇଥିଲେ, ସେମାନେ ସମସ୍ତେ ଲଜ୍ଜିତ ହେବେ।
Odia IRV 2017 (ଓଡିଆ ବାଇବେଲ)
ଲୋକେ ଆମ୍ଭ ଉଦ୍ଦେଶ୍ୟରେ କହିବେ, “କେବଳ ସଦାପ୍ରଭୁଙ୍କଠାରେ ଧାର୍ମିକତା ଓ ଶକ୍ତି ଅଛି।” ତାହାଙ୍କ ନିକଟକୁ ଲୋକମାନେ ଆସିବେ, ପୁଣି ଯେଉଁମାନେ ତାହାଙ୍କ ପ୍ରତି ବିରକ୍ତ ହୋଇଥିଲେ, ସେମାନେ ସମସ୍ତେ ଲଜ୍ଜିତ ହେବେ।