Isaiah 45:25 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲର ସମୁଦାଯ ବଂଶ ସଦାପ୍ରଭୁଙ୍କଠା ରେ ଧର୍ମପ୍ରାପ୍ତ ହବେେ ଓ ଦର୍ପ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲର ସମୁଦାୟ ବଂଶ ସଦାପ୍ରଭୁରେ ଧାର୍ମିକୀକୃତ ହେବେ ଓ ଦର୍ପ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ସମୁଦାୟ ବଂଶ ସଦାପ୍ରଭୁଙ୍କଠାରେ ଧର୍ମପ୍ରାପ୍ତ ହେବେ ଓ ଦର୍ପ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇସ୍ରାଏଲର ସମୁଦାୟ ବଂଶ ସଦାପ୍ରଭୁଙ୍କଠାରେ ଧାର୍ମିକୀକୃତ ହେବେ ଓ ଦର୍ପ କରିବେ।”
Odia IRV 2017 (ଓଡିଆ ବାଇବେଲ)
ଇସ୍ରାଏଲର ସମୁଦାୟ ବଂଶ ସଦାପ୍ରଭୁଙ୍କଠାରେ ଧାର୍ମିକୀକୃତ ହେବେ ଓ ଦର୍ପ କରିବେ।