Isaiah 45:3 — Compare Translations

5 translations compared side by side

Odia - 1840
"ପୁଣି ଆମ୍ଭେ ଅନ୍ଧକାରାବୃତ ଧନଭଣ୍ଡାର ଓ ଗୁପ୍ତ ସ୍ଥାନ ରେ ସଞ୍ଚିତ ସମ୍ପତ୍ତିସବୁ ତୁମ୍ଭକୁ ଦବୋ। ତାହା ହେଲେ ତୁମ୍ଭେ ଜାଣିବ ଯେ ଆମ୍ଭେ ତୁମ୍ଭର ସଦାପ୍ରଭୁ ଓ ଆମ୍ଭେ ତୁମ୍ଭର ନାମ ଧରି ଆହ୍ବାନ କରୁଥିଲୁ। ଆମ୍ଭେ ଇଶ୍ରାୟେଲର ପରମେଶ୍ବର ଏହା ମଧ୍ଯ ତୁମ୍ଭେ ଜାଣି ପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ଅନ୍ଧକାରାବୃତ ଧନଭଣ୍ତାର ଓ ଗୁପ୍ତ ସ୍ଥାନରେ ସଞ୍ଚିତ ସମ୍ପତ୍ତିସବୁ ତୁମ୍ଭକୁ ଦେବା, ତହିଁରେ ତୁମ୍ଭର ନାମ ଧରି ଆହ୍ଵାନକାରୀ ଆମ୍ଭେ ଯେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ଵର ଅଟୁ, ଏହା ତୁମ୍ଭେ ଜାଣି ପାରିବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଆମ୍ଭେ ଅନ୍ଧକାରାବୃତ ଧନଭଣ୍ଡାର ଓ ଗୁପ୍ତ ସ୍ଥାନରେ ସଞ୍ଚିତ ସମ୍ପତ୍ତିସବୁ ତୁମ୍ଭକୁ ଦେବା। ତାହାହେଲେ ତୁମ୍ଭେ ଜାଣିବ ଯେ ଆମ୍ଭେ ତୁମ୍ଭର ସଦାପ୍ରଭୁ ଓ ଆମ୍ଭେ ତୁମ୍ଭର ନାମ ଧରି ଆହ୍ୱାନ କରୁଥିଲୁ। ଆମ୍ଭେ ଇସ୍ରାଏଲର ପରମେଶ୍ୱର ଏହା ମଧ୍ୟ ତୁମ୍ଭେ ଜାଣି ପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ଅନ୍ଧକାରାବୃତ ଧନଭଣ୍ଡାର ଓ ଗୁପ୍ତ ସ୍ଥାନରେ ସଞ୍ଚିତ ସମ୍ପତ୍ତିସବୁ ତୁମ୍ଭକୁ ଦେବା, ତହିଁରେ ତୁମ୍ଭର ନାମ ଧରି ଆହ୍ୱାନକାରୀ ଆମ୍ଭେ ଯେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର ଅଟୁ, ଏହା ତୁମ୍ଭେ ଜାଣି ପାରିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ଅନ୍ଧକାରାବୃତ ଧନଭଣ୍ଡାର ଓ ଗୁପ୍ତ ସ୍ଥାନରେ ସଞ୍ଚିତ ସମ୍ପତ୍ତିସବୁ ତୁମ୍ଭକୁ ଦେବା, ତହିଁରେ ତୁମ୍ଭର ନାମ ଧରି ଆହ୍ୱାନକାରୀ ଆମ୍ଭେ ଯେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର ଅଟୁ, ଏହା ତୁମ୍ଭେ ଜାଣି ପାରିବ।