Isaiah 45:4 — Compare Translations

5 translations compared side by side

Odia - 1840
"ଆମ୍ଭେ ଆମ୍ଭର ଦାସ ଯାକୁବ ନିମନ୍ତେ ଓ ଆମ୍ଭ ମନୋନୀତ ଇଶ୍ରାୟେଲ ନିମନ୍ତେ ଏହିକାର୍ୟ୍ଯ କରୁଅଛୁ। ତେଣୁ ଆମ୍ଭେ କୋରସ ନାମଧରି ଡ଼ାକୁଅଛୁ। ତୁମ୍ଭେ ଆମ୍ଭକୁ ନ ଜାଣିଲେ ମଧ୍ଯ ଆମ୍ଭେ ତୁମ୍ଭକୁ ସହେି ଉପାଧି ଦଇେଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭ ଦାସ ଯାକୁବ ଓ ଆମ୍ଭ ମନୋନୀତ ଇସ୍ରାଏଲ ସକାଶେ ଆମ୍ଭେ ତୁମ୍ଭର ନାମ ଧରି ତୁମ୍ଭକୁ ଡାକିଅଛୁ; ତୁମ୍ଭେ ଆମ୍ଭକୁ ନ ଜାଣିଲେ ହେଁ ଆମ୍ଭେ ତୁମ୍ଭକୁ ଉପାଧି ଦେଇଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଆମ୍ଭର ଦାସ ଯାକୁବ ନିମନ୍ତେ ଓ ଆମ୍ଭ ମନୋନୀତ ଇସ୍ରାଏଲ ନିମନ୍ତେ ଏହିକାର୍ଯ୍ୟ କରୁଅଛୁ। ତେଣୁ ଆମ୍ଭେ କୋରସ୍ ନାମଧରି ଡାକୁଅଛୁ। ତୁମ୍ଭେ ଆମ୍ଭକୁ ନ ଜାଣିଲେ ମଧ୍ୟ ଆମ୍ଭେ ତୁମ୍ଭକୁ ସେହି ଉପାଧି ଦେଇଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭ ଦାସ ଯାକୁବ ଓ ଆମ୍ଭ ମନୋନୀତ ଇସ୍ରାଏଲ ସକାଶେ ଆମ୍ଭେ ତୁମ୍ଭର ନାମ ଧରି ତୁମ୍ଭକୁ ଡାକିଅଛୁ; ତୁମ୍ଭେ ଆମ୍ଭକୁ ନ ଜାଣିଲେ ହେଁ ଆମ୍ଭେ ତୁମ୍ଭକୁ ଉପାଧି ଦେଇଅଛୁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭ ଦାସ ଯାକୁବ ଓ ଆମ୍ଭ ମନୋନୀତ ଇସ୍ରାଏଲ ସକାଶେ ଆମ୍ଭେ ତୁମ୍ଭର ନାମ ଧରି ତୁମ୍ଭକୁ ଡାକିଅଛୁ; ତୁମ୍ଭେ ଆମ୍ଭକୁ ନ ଜାଣିଲେ ହେଁ ଆମ୍ଭେ ତୁମ୍ଭକୁ ଉପାଧି ଦେଇଅଛୁ।