Isaiah 45:5 — Compare Translations

5 translations compared side by side

Odia - 1840
"ଆମ୍ଭେ ସଦାପ୍ରଭୁ, ଆମ୍ଭେ ଅଦ୍ବିତୀୟ। ଆମ୍ଭ ବ୍ଯତୀତ ପରମେଶ୍ବର କହେି ନାହାଁନ୍ତି। ତୁମ୍ଭେ ଆମ୍ଭକୁ ନ ଜାଣିଲେ ମଧ୍ଯ ଆମ୍ଭେ ତୁମ୍ଭକୁ ସୁଦୃଢ଼ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ସଦାପ୍ରଭୁ, ଆଉ ଦ୍ଵିତୀୟ କେହି ନାହିଁ; ଆମ୍ଭ ଛଡ଼ା ଆଉ ପରମେଶ୍ଵର ନାହାନ୍ତି; ତୁମ୍ଭେ ଆମ୍ଭକୁ ନ ଜାଣିଲେ ହେଁ ଆମ୍ଭେ ତୁମ୍ଭର କଟିବନ୍ଧନ କରିବା;
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ସଦାପ୍ରଭୁ, ଆମ୍ଭେ ଅଦ୍ୱିତୀୟ। ଆମ୍ଭ ବ୍ୟତୀତ ପରମେଶ୍ୱର କେହି ନାହାନ୍ତି। ତୁମ୍ଭେ ଆମ୍ଭକୁ ନ ଜାଣିଲେ ମଧ୍ୟ ଆମ୍ଭେ ତୁମ୍ଭକୁ ସୁଦୃଢ଼ କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ସଦାପ୍ରଭୁ, ଆଉ ଦ୍ୱିତୀୟ କେହି ନାହିଁ; ଆମ୍ଭ ଛଡ଼ା ଆଉ ପରମେଶ୍ୱର ନାହାନ୍ତି; ତୁମ୍ଭେ ଆମ୍ଭକୁ ନ ଜାଣିଲେ ହେଁ ଆମ୍ଭେ ତୁମ୍ଭର କଟିବନ୍ଧନ କରିବା;
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ସଦାପ୍ରଭୁ, ଆଉ ଦ୍ୱିତୀୟ କେହି ନାହିଁ; ଆମ୍ଭ ଛଡ଼ା ଆଉ ପରମେଶ୍ୱର ନାହାନ୍ତି; ତୁମ୍ଭେ ଆମ୍ଭକୁ ନ ଜାଣିଲେ ହେଁ ଆମ୍ଭେ ତୁମ୍ଭର କଟିବନ୍ଧନ କରିବା;