Isaiah 45:6 — Compare Translations
5 translations compared side by side
Odia - 1840
"ସୂର୍ େଯ୍ଯାଦଯର ସ୍ଥାନରୁ ପଶ୍ଚିମ ଦିଗ ପର୍ୟ୍ଯନ୍ତ ସମସ୍ତ ଲୋକେ ଜାଣିବେ ଯେ ଆମ୍ଭ ବ୍ଯତୀତ ଅନ୍ୟ ପରମେଶ୍ବର ନାହାଁନ୍ତି। ଆମ୍ଭେ ସଦାପ୍ରଭୁ ଓ ଅଦ୍ବିତୀୟ ଆଉ କହେି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଆମ୍ଭ ଛଡ଼ା ଯେ ଆଉ କେହି ନାହିଁ, ଏହା ସୂର୍ଯ୍ୟୋଦୟର ସ୍ଥାନରୁ ପଶ୍ଚିମ ଦିଗ ପର୍ଯ୍ୟନ୍ତ ଲୋକେ ଜାଣିବେ; ଆମ୍ଭେ ସଦାପ୍ରଭୁ, ଆଉ ଦ୍ଵିତୀୟ କେହି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସୂର୍ଯ୍ୟୋଦୟର ସ୍ଥାନରୁ ପଶ୍ଚିମ ଦିଗ ପର୍ଯ୍ୟନ୍ତ ସମସ୍ତ ଲୋକେ ଜାଣିବେ ଯେ ଆମ୍ଭ ବ୍ୟତୀତ ଅନ୍ୟ ପରମେଶ୍ୱର ନାହାନ୍ତି। ଆମ୍ଭେ ସଦାପ୍ରଭୁ ଓ ଅଦ୍ୱିତୀୟ ଆଉ କେହି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଆମ୍ଭ ଛଡ଼ା ଯେ ଆଉ କେହି ନାହିଁ, ଏହା ସୂର୍ଯ୍ୟୋଦୟର ସ୍ଥାନରୁ ପଶ୍ଚିମ ଦିଗ ପର୍ଯ୍ୟନ୍ତ ଲୋକେ ଜାଣିବେ; ଆମ୍ଭେ ସଦାପ୍ରଭୁ, ଆଉ ଦ୍ୱିତୀୟ କେହି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଆମ୍ଭ ଛଡ଼ା ଯେ ଆଉ କେହି ନାହିଁ, ଏହା ସୂର୍ଯ୍ୟୋଦୟର ସ୍ଥାନରୁ ପଶ୍ଚିମ ଦିଗ ପର୍ଯ୍ୟନ୍ତ ଲୋକେ ଜାଣିବେ; ଆମ୍ଭେ ସଦାପ୍ରଭୁ, ଆଉ ଦ୍ୱିତୀୟ କେହି ନାହିଁ।